-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା : ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର

08-Mar-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଠାରେ ଏକ ସଡ଼କ ଦୁର୍ଘଟଣା ଘଟି ଜଣେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସାଧିନ ହୋଇଛନ୍ତି  l ସୂଚନାରୁ ପ୍ରକାଶ ଯେ ଶିବ କୁମାର ଅଗ୍ରୱାଲ (୬୫) ଏକ ହିରୋ ଗ୍ଲାମର ବାଇକ୍ ରେ  ବଲାଙ୍ଗୀର ଆଡୁ ନିଜ ଗାଁ ଡୁଙ୍ଗୁରିପାଲିକୁ ଫେରୁଥିବା ବେଳେ ଲୋଇସିଂହା ବସଟାଣ୍ଡ ନିକଟରେ ଏକ ହିରୋ ଏଚଏଫ ଡିଲକ୍ସ ( ଓ ଡି  ୦୩ ଇ ୭୮୨୭) ନମ୍ୱର ବାଇକ ଶିବ ଅଗ୍ରୱାଲଙ୍କୁ ଧକ୍କା ଦେଇଥିଲା l ଫଳରେ ଗୁରୁତର ଅବସ୍ଥାରେ ଶିବ ଅଗ୍ରୱାଲଙ୍କୁ ସ୍ଥାନୀୟ ଲୋକେ ହସ୍ପିଟାଲରେ ପହଞ୍ଚାଇଵା ସହ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିନେଲେ l ସୂଚନାରୁ ପ୍ରକାଶ ଯେ ଏଚଏଫ ଡିଲକ୍ସରେ ତିନି ଜଣ ନିଶାସକ୍ତ ବ୍ୟକ୍ତି ବସିଥିଲେ, ଦୁର୍ଘଟଣା ପରେ ସେମାନେ ବାଇକକୁ ଛାଡି ଫେରାର ହୋଇଯାଇଥିଲେ l ଖବର ପାଇ ଶିବ ଅଗ୍ରୱାଲଙ୍କ ପରିବାର ଲୋକେ ଲୋଇସିଂହା ହସ୍ପିଟାଲରେ ପହଂଚି ଥିଲେ l ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ଜଣକ ଗୁରୁତର ହେବାରୁ ଡାକ୍ତର ଲୋଇସିଂହାରୁ ବଲାଙ୍ଗୀରକୁ ରେଫର କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like