-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ସହର ମଝିରେ ଛଅ ଜଣ ଅସାମାଜିକ ଯୁବକ ଙ୍କ ସ୍କୁଲ ବସ ସହ ଛାତ୍ର ଙ୍କୁ ଅପହରଣ ଉଦ୍ୟମ ଅଭିଯୋଗ, ଦୀର୍ଘ ସମୟ ପରେ ବନ୍ଦୀ ଛାତ୍ର, ଛାତ୍ରୀ ଙ୍କୁ ପୋଲିସ କଲା ଉଦ୍ଧାର

08-Mar-2022



ବଲାଙ୍ଗୀର, ଟିଟଲାଗଡ଼ (ସନ୍ତୋଷ କୁମାର ନାଏକ) : ସ୍କୁଲ ବସ ରେ ଡ୍ରାଇଭର ଭାବେ କାର୍ଯ୍ୟରତ ଥିବା ବ୍ୟକ୍ତିଙ୍କୁ ପୂର୍ବଶତ୍ରୁତା ଯୋଗୁଁ ୬ଜଣ ଅସାମାଜିକ ଯୁବକ ଆକ୍ରମଣ ସହ ତାଙ୍କୁ ଅପହରଣ ଉଦ୍ୟମ କରି ଥିବା ପରି ଗୁରୁତର ଅଭିଯୋଗ ହୋଇଛି । ଏପରି କି ବସ ରେ ଥିବା ଛାତ୍ରଛାତ୍ରୀ ଦୀର୍ଘ ସମୟ ଧରି ବନ୍ଦୀ ଭାବେ ଉକ୍ତ  ଯୁବକଙ୍କ ଦ୍ଵାରା ଅଟକ ରହିଥିବା ଜଣାଯାଇଛି । ସୂଚନା ଅନୁଯାୟୀ ଗତ ସୋମବାର ଦିନ ବଲାଙ୍ଗୀର ସ୍ଥିତ ବିଶ୍ବାତ୍ମା ବିଦ୍ୟାଳୟ ରୁ ବିଦ୍ୟାର୍ଥୀଙ୍କୁ ନେଇ ସ୍କୁଲ   ବସ୍ ରେ ଯାଉଥିବା ବେଳେ ସ୍କୁଲ ଡ୍ରାଇଭରଙ୍କୁ ଉକ୍ତ ବସ ସହ ସେମାନେ କହୁଥିବା ସ୍ଥାନକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସ୍କୁଲ ବସ ର ଡ୍ରାଇଭର ରାଜି ନ ହେବା ସହ ଗାଡି ସହ ଫେରାର ଉଦ୍ୟମ କରିଥିଲେ କିନ୍ତୁ ସେହି ଯୁବକ ମାନେ ଏକ ଅଟୋରେ ପୁନଃ ପଛରେ ଆସି ବସ ଅଟକେଇ ଥିଲେ । ଭିତର ପଟୁ ସମସ୍ତ କବାଟ ବନ୍ଦ କରି ଲୁଚି ଯିବା ଯୋଗୁଁ ଉକ୍ତ ଛଅ ଜଣ ଅସାମାଜିକ ଯୁବକ ଟେକା, ପଥର ମାଡ ମାରିଥିବା ବେଳେ ଦୀର୍ଘ ସମୟ ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଥିବା ସତ୍ୱେ ଅଭିଯୁକ୍ତ ଙ୍କୁ ଗିରଫ କରି ନ ଥିଲା । ଉକ୍ତ ବିଦ୍ୟାଳୟ ର ଡ୍ରାଇଭର ପରେ ସବୁ ଶିଶୁଙ୍କୁ ନେଇ ଘର ଗୁଡ଼ିକ ରେ ପହଞ୍ଚେଇ ଥିଲେ । ଉକ୍ତ ଅଭିଯୁକ୍ତ ଯୁବକ ଓ ଡ୍ରାଇଭର କେଉଁ କାରଣରୁ ଏପରି ଘଟଣା ଘଟିଥିଲା ସେ ନେଇ ତୁରନ୍ତ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅଭିଭାବକ ମହଲରେ ଦୃଢ଼ ଦାବି ହୋଇଛି । ପୋଲିସ ଏ ଘଟଣା ନେଇ ଘଟଣା ସ୍ଥଳରେ ପହଞ୍ଚି ଅପହରଣ ଉଦ୍ୟମ ସହ ଧମକ ଦେବା ଏବଂ କୌଣସି ବିରାଟ ଅଘଟଣ ନ ଘଟୁ ସେଥିପାଇଁ କିଛି ଅପହରଣ ଉଦ୍ୟମ ଥିଲା କି ? ଏହି ସବୁ ଦିଗ ପ୍ରତି ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like