-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ମନ୍ଦିର ର ପରିଚାଳନା କମିଟି ଗଠିତ.......

08-Mar-2022



ନର୍ଲା(ସଞ୍ଜିବ ଦାସ)
କଳାହାଣ୍ଡି ଜିଲ୍ଲା ନର୍ଲା   ବ୍ଲକ  ସଦର ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିର ଠାରେ ସରସ୍ବତୀ ଶିଶୁମନ୍ଦିର ଏକ ବୈଠକ ମଙ୍ଗଳବାର ଦିନ  ଅନୁଷ୍ଠିତ ହୋଇଥିଲା । ବୈଠକରେ କଳାହାଣ୍ଡି ବିଭାଗ ନିରୀକ୍ଷକ ବିପିନ ବିହାରୀ ମିଶ୍ର, କେସିଙ୍ଗା ସଂକୁଳ ପ୍ରମୁଖ ମୋହନ ପୁଟେଲ, ଓ ସଂକୁଳ ସଂଯୋଜକ  ପ୍ରବୀଣ ବେହେରା ପ୍ରମୁଖ ଙ୍କ ଉପସ୍ଥିତି ରେ ପରିଚାଳନା ସମିତିର କର୍ମକର୍ତ୍ତା ଗଠନ ହୋଇଥିଲା
ଏଥିରେ ନୂତନ ପରିଚାଳନା ସମିତି ର ସଭାପତି ଭାବରେ  ଶ୍ରୀଯୁକ୍ତ ଘନଶ୍ୟାମ ଭୋଇ, ଉପସଭାପତି ଭାବରେ ପ୍ରଭାତ କୁମାର ସେଠୀ, ସମ୍ପାଦକ ଭାବେ ସଞ୍ଜିବ କୁମାର ଦାସ ଯୁଗ୍ମସମ୍ପାଦକ ଭାବରେ ଦିଲିପ କୁମାର ପ୍ରଧାନ କୋଷାଧ୍ୟକ୍ଷ ଭାବରେ  ଇଶ୍ଵର ଚନ୍ଦ୍ର ନାଏକ ସଦସ୍ୟା ଭାବରେ  ବାସନ୍ତି ତ୍ରିପାଠୀ ଓ ସୁନିତା ଵାରିକ ଙ୍କୁ ଦାଇତ୍ୱ ପ୍ରଦାନ କରାଯାଇଥିଲା ପରିଚାଳନା ସମିତି ପୂର୍ବତନ ସଭାପତି ଖିରୋଦ ଚନ୍ଦ୍ର ପାତ୍ର,ରାଜେଶ ଦତ୍ତା,କୁମୁଦ ନାଏକ  ଓ ଉପସ୍ଥିତ ଥିବା ବେଳେ ପ୍ରଧାନ ଆଚାର୍ଯ୍ୟ  ଦାଶରଥି ପଣ୍ଡା ଅତିଥି ପରିଚୟ ପ୍ରଦାନ କରଥିଲେ।ଆଚାର୍ଯ୍ୟ ହେମନ୍ତ ଭୋଇ  କାର୍ଯ୍ୟ ପରିଚାଳନା  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026

You Might Also Like