-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ବେଲଘରରେ ସିଆରପିଏଫ ପକ୍ଷରୁ ଜନ ସମ୍ପର୍କ ଶିବିର

08-Mar-2022



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ବେଲଘର ପଞ୍ଚାୟତ ରେ ୧୨୭ ବାଟାଲିୟନ ସିଆରପିଏଫ ପକ୍ଷରୁ ଏକ ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ମାନବିକ ସିଭିକ୍ ଆକ୍ସନ୍ ଗୃହ ମନ୍ତ୍ରଣାଳୟର ତତ୍ଵାବଧାନରେ ଭାରତ ସରକାରଙ୍କ ଦ୍ଵାରା ପରିଚାଳିତ ଏବଂ ଏସ୍ କେ ମହାନ୍ତି ପୋଲିସ୍ ଇନ୍ସପେକ୍ଟର ଜେନେରାଲ୍ ଓଡିଶା ସେକ୍ଟର ର ମାର୍ଗ ଦର୍ଶନ ଅନୁସାରେ ଆୟୋଜିତ ହୋଇଥିଲା | ଏଥିରେ ୧୨୭ ବାଟାଲିୟନର କମାଣ୍ଡାଣ୍ଟ  ଆନନ୍ଦ ଝା  ଆବଶ୍ୟକୀୟ ଜିନିଷକୁ ସ୍ଥାନୀୟ ଜନତାଙ୍କୁ ଏକ ରଙ୍ଗୀନ ଇଭେଣ୍ଟରେ ବଣ୍ଟନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ମଉଲି ମୋହନ କୁମାର ସେକେଣ୍ଡ-ଇନ୍ -କମାଣ୍ଡ (ଅପ୍ସ), ୧୨୭ ବାଟାଲିୟନର ବିଜୟ କୁମାର ଚୌବେ, କୁମାର ରାଘବେନ୍ଦ୍ର ତଥା ସିଆରପିଏଫର ବରିଷ୍ଠ ଅଧିକାରୀ, ବେଲଘର୍ ପଞ୍ଚାୟତ ସରପଞ୍ଚ ଗୋବିନ୍ଦ

ମାଝି ଏବଂ ଅଞ୍ଚଳର ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ଯୋଜନା ଅଧୀନରେ ସମୁଦାୟ ୨୩୩ ପରିବାର ଉପକୃତ ହୋଇଥିଲେ | ୧୨୭ ବାଟାଲିୟନର କମାଣ୍ଡାଣ୍ଟ ଶ୍ରୀ

ଆନନ୍ଦ ଝା ଏହି ଅଞ୍ଚଳରେ ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ଏବଂ ମାଓବାଦୀଙ୍କ ନିଷ୍ଠୁର କାର୍ଯ୍ୟକୁ ରୋକିବା ପାଇଁ କନ୍ଧମାଳ ଜିଲ୍ଲା ରେ ନିୟୋଜିତ ସିଆରପିଏଫ କମ୍ପାନୀ     ପ୍ରତିବଦ୍ଧତାକୁ ଦୋହରାଇଛନ୍ତି | ସେ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ କନ୍ଧମାଳ ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳରେ  ମଧ୍ୟ ଏଭଳି କାର୍ଯ୍ୟକ୍ରମ କରାଯିବ, ଆଗାମୀ ଦିନରେ ମଧ୍ୟ ଏହି ଭଳି କାର୍ଯ୍ୟକ୍ରମ ଜାରୀ ରହିବ ବୋଲି ସୂଚନା ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like