-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ : ଜିଲ୍ଲା ଆଇନ ସେବା ପ୍ରାଧୀକରଣ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

08-Mar-2022



ବୌଦ୍ଧ (ପ୍ରେରଣା ଖବର) : ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବୌଦ୍ଧ ଆନୁକୂଲ୍ୟରେ ମହିଳା ମହାବିଦ୍ୟାଳୟ, ବୌଦ୍ଧ ଠାରେ "ଅନ୍ତର୍ଜାତୀୟ ମହିଳା ଦିବସ" ପାଳିତ ହୋଇଯାଇଅଛି l ଏହି କାର୍ଯ୍ୟକ୍ରମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ର ଅଧକ୍ଷ ଶ୍ରୀ ବିକ୍ରମ କୁମାର ପ୍ରଧାନଙ୍କ ଅଧକ୍ଷତା ରେ ପରିଚାଳିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ଶ୍ରୀ ଆନନ୍ଦ ନାରାୟଣ ମହାରଣା, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ, ବୌଦ୍ଧ, ଶ୍ରୀ ହୃଷିକେଶ ଆଚାର୍ଯ୍ୟ, ମୁଖ୍ୟ ଦଣ୍ଡାଦେଶ ଅଧିକାରୀ, ବୌଦ୍ଧ, ଶ୍ରୀମତୀ ସୁଚିତ୍ରା ପରମଗୁରୁ, ରେଜିଷ୍ଟ୍ରର, ଦେୱାନୀ ଅଦାଲତ, ବୌଦ୍ଧ, ଶ୍ରୀ ଚରଣଜିତ ଓରାମ, ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବୌଦ୍ଧ, ଶ୍ରୀମତୀ ସୁମିତ୍ରା ସାହୁ, ଉପଖଣ୍ଡିୟ ବିଚାର ବିଭାଗୀୟ ଅଧିକାରୀ, ବୌଦ୍ଧ, ଶ୍ରୀ ରବୀନ୍ଦ୍ର କୁମାର ରାଉତ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ବୌଦ୍ଧ, ରବୀନ୍ଦ୍ର ନାଥ ଗୁରୁ, ଅଧକ୍ଷ, ମହିଳା ମହାବିଦ୍ୟାଳୟ, ବୌଦ୍ଧ,

ତନୁଶ୍ରୀ କର୍ଣ୍ଣ, ଅଧ୍ୟାପିକା, ମହିଳା ମହାବିଦ୍ୟାଳୟ, ବୌଦ୍ଧ ଆଦି ଅତିଥିଗଣ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମରେ ମହିଳା ମହାବିଦ୍ୟାଳୟର ଛାତ୍ରୀଗଣ  ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ  l ଅତିଥି ମାନଙ୍କ ଦ୍ୱାରା ଛାତ୍ରୀମାନଙ୍କୁ ମହିଳା ଦିବସ ପାଳନ କରାଯିବାର ମହତ୍ୱ ଉପରେ ଆଲୋକପାତ କରିଥିଲେ l ଏହା ଛଡା ସରକାରଙ୍କ ଦ୍ୱାରା ସେମାନଙ୍କ ଉନ୍ନତି ଏବଂ ସୁରକ୍ଷା ପାଇଁ ଥିବା ବିଭିନ୍ନ ଆଇନ ଯଥା ଘରୋଇ ହିଂସାରୁ ମହିଳାଙ୍କ ସୁରକ୍ଷା ଆଇନ, ୨୦୦୫, ପ୍ରି-କନ୍ସେପ୍ଟ ଏବଂ ପ୍ରି-ନାଟାଲ୍ ଡାଇଗ୍ନୋଷ୍ଟିକ୍ ଟେକ୍ନିକ୍ସ ଆକ୍ଟ,୧୯୯୪,  ଯୌନ ଅପରାଧରୁ ଶିଶୁମାନଙ୍କର ସୁରକ୍ଷା ଆଇନ, ୨୦୧୨, ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬, ପୀଡିତା କ୍ଷତିପୂରଣ ଆଇନ ଇତ୍ୟାଦି ଏବଂ ବିଭିନ୍ନ ଯୋଜନା ଉପରେ ବିସ୍ତୃତ ଭାବରେ ବୁଝାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like