-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ମହିଳା ଦିବସ ପାଳିତ ଶ୍ରେଷ୍ଠ ସିଡିପିଓ, ସୁପରଭାଇଜର ଓ ଅଙ୍ଗନୱାଡି କର୍ମୀ ସମ୍ବର୍ଦ୍ଧିତ

08-Mar-2022



ପୁରୀ-(ସମୀର ରଞ୍ଜନ ନାୟକ )ଆନ୍ତର୍ଜାତିକ ମହିଳା ଦିବସ ସ୍ଥାନୀୟ ସଦଭାବନା ସଭାଗୃହରେ ପାଳିତ ହୋଇଛି । ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଉକ୍ତ ଦିବସ ପାଳିତ ହୋଇଛି ।  ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ମୁଖ୍ୟଅତିଥି ଭାବେ ଯୋଗଦେଇ ଚଳିତ ବର୍ଷର ଆଲୋଚ୍ୟ ପ୍ରସଙ୍ଗ "ଆଜିର ଲିଙ୍ଗଗତ ସମାନତା କାଲିର ସୁରକ୍ଷା କବଚ" ଉପରେ ଆଲୋଚନା କରିଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମହିଳା ମାନେ ନିଜର ପାରଦର୍ଶିତା ପ୍ରତିପାଦିତ କରିଚାଲିଛନ୍ତି । ମହିଳା ମାନଙ୍କୁ ପୁରୁଷ ମାନଙ୍କ ଭଳି ସମାନ ଗୁରୁତ୍ବ ଦିଆଗଲେ ଅନେକ ସାମାଜିକ ସମସ୍ୟାର ସମାଧାନ ହୋଇପାରିବ ।

ଏଥିନିମନ୍ତେ ମାନସିକ ସ୍ତରରେ ପରିବର୍ତ୍ତନର ଆବଶ୍ୟକତା ରହିଛି । ଏହାଦ୍ବାରା ଭବିଷ୍ୟତ ସୁରକ୍ଷିତ ହୋଇପାରିବ ବୋଲି ଜିଲ୍ଲାପାଳ କହିଛନ୍ତି । ଏଥିନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ସେ ପରାମର୍ଶ ଦେଇଛନ୍ତି । ସେହିଭଳି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସୁଜାତା ମିଶ୍ର ଓ ଅତିରକ୍ତ ଆରକ୍ଷୀ ଅଧିକ୍ଷକ ମନୋବ୍ରତା ଶତପଥି କନ୍ୟା ସନ୍ତାନ ମାନଙ୍କୁ ଉଚ୍ଚତର ଓ ଉନ୍ନତ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ବାରୋପ କରିଥିଲେ । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ପୁଷ୍ପାଞ୍ଜଳି ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅତିରିକ୍ତ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀ ବିଜୟ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଶ୍ରେଷ୍ଠ ସିଡିପିଓ, ସୁପରଭାଇଜର ଓ ଅଙ୍ଗନୱାଡି କର୍ମୀ, ସ୍ବୟଂସହାୟକ ଗୋଷ୍ଠୀକୁ ସମ୍ବର୍ଦ୍ଧିତ ଏବଂ ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ଟ୍ରଫି ସହ ସମ୍ମାନିତ କରାଯାଇଥିଲା । ବିଭିନ୍ନ ବ୍ଲକର ଅଙ୍ଗନୱାଡି କର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା, ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like