-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ପୌରାଞ୍ଚଳ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ପ୍ରତ୍ୟେକ ବିଜ୍ଞାପିତ ଅଞ୍ଚଳରେ ହେବ ପିଙ୍କ ଓ ଆଦର୍ଶ ମତଦାନ କେନ୍ଦ୍ର

08-Mar-2022



ପୁରୀ (ସମୀର ରଞ୍ଜନ ନାୟକ )ଜିଲ୍ଲାର ନିମାପଡା, ପିପିଲି ଓ କୋଣାର୍କ ବିଜ୍ଞାପିତ ଅଞ୍ଚଳରେ ନିର୍ବାଚନ ନେଇ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ୨୪ ତାରିଖରେ ମତଦାନ ହୋଇ ଆସନ୍ତା ୨୬ ତାରିଖରେ ଭୋଟ ଗଣତି ହେବ । ନିମାପଡାର ୧୧ଟି ୱାର୍ଡର ୧୯ଟି ବୁଥ, ପିପିଲିର ୧୬ଟି ୱାର୍ଡର ୨୦ଟି ବୁଥ ଏବଂ କୋଣାର୍କର ୧୩ଟି ୱାର୍ଡର ୧୫ଟି ବୁଥରେ ମତଦାନ ହେବ । ନିମାପଡାରେ ୧୫୭୮୨, ପିପିଲିରେ ୧୫୫୦୧ ଏବଂ କୋଣାର୍କରେ ୧୨୧୬୧ ଜଣ ମତଦାତା ମତାଧିକାର ସାବ୍ୟସ୍ତ କରିବେ । ତିନୋଟି ବିଜ୍ଞାପିତ ଅଞ୍ଚଳର ୪୦ଟି ୱାର୍ଡର ୫୪ଟି ବୁଥରେ ୪୩୪୪୪ ଜଣ ମତାଧିକାର ସାବ୍ୟସ୍ତ କରିବେ । ପ୍ରତ୍ୟେକ ବିଜ୍ଞାପିତ ଅଞ୍ଚଳରେ ପିଙ୍କ ବୁଥ ଓ ଆଦର୍ଶ ମତଦାନ କେନ୍ଦ୍ର କରାଯିବ ।

ପ୍ରାୟ ୩୦୦ ଜଣ ପୋଲିଂ ଅଧିକାରୀ ଓ ୬ ଜଣ ସେକ୍ଟର ଅଧିକାରୀ ନିୟୋଜିତ ହେବେ । ପିପିଲି ନିମନ୍ତେ ଜବାହର ବିଦ୍ୟାପୀଠ, ନିମାପଡା ପାଇଁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ତପ, କୋଣାର୍କ ନିମନ୍ତେ ଆଶ୍ରମ ସ୍କୁଲରେ ଷ୍ଟ୍ରଙ୍ଗରୁମ କରାଯିବ । ଆସନ୍ତା ୨୩ ତାରିଖ ମଧ୍ୟାହ୍ନ ସୁଦ୍ଧା ପୋଲିଂ ଅଧିକାରୀ ମାନେ ସେମାନଙ୍କ ମତଦାନ କେନ୍ଦ୍ରରେ ପହଞ୍ଚିବେ । ଆସନ୍ତାକାଲି ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ପ୍ରତ୍ୟାହର ନିମନ୍ତେ ୧୪ ତାରିଖ ଶେଷ ଦିନ ରହିଛି । ଏହି ଅବସରରେ ପୋଲିଂ ଅଧିକାରୀ ମାନଙ୍କୁ ତାଲିମ ଦେବା ନିମନ୍ତେ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି । ଏହି ଅବସରରେ ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ ଜ୍ୟୋତିରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମୀର କୁମାର ଦଳାଇ, ପ୍ରତ୍ୟେକ ବିଜ୍ଞାପିତ ଅଞ୍ଚଳର ନିର୍ବାଚନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like