-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ମହିଳା ଦିବସ.......

08-Mar-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ  ଓ ମ.ରାମପୁର ବ୍ଲକ ସୀମା ରେଥିବା ଶାନ୍ତିବନ ଠାରେ ମଙ୍ଗଳବାର ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ହରଗୌରୀ ମହାବିଦ୍ୟାଳୟ ର ଶିକ୍ଷା ବିଭାଗ ଅଧ୍ୟାପିକା ଜ୍ୟୋତି ମାଳା ରାଉତ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତି ପରିବାରରେ ଲିଙ୍ଗୀୟ ତାରତମ୍ୟ କୁ ଦୂର କରିବା ସହିତ ମହିଳା ମାନଙ୍କୁ ସବୁ କ୍ଷେତ୍ରରେ ଆଗେଇ ଆସିବାକୁ ହେବ ବୋଲି ମତ ପ୍ରକାଶ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ସଫଳ ମହିଳା ଚାଷୀ ନିଲେନ୍ଦୀ ସାହୁ,ନିକିତା ନାଗ, ଆକାଶୀ ମାଝୀ, ଦେବଶ୍ରୀ ମାଝୀ, ଦେବକୀ ମହାନନ୍ଦ, ସୌଭାଗ୍ୟ ବତୀ ଗହୀର ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ସଫଳତା ଉପରେ କହିଥିଲେ।ସମସ୍ତ ଲିଙ୍ଗଗତ ବିବିଧତା, ଲିଙ୍ଗଗତ ସମାନତା ଏବଂ ଭେଦଭାବ ରୁ ମୁକ୍ତ ସମାଜ ଗଠନ ଉପରେ ସାମାଜିକ କର୍ମୀ ପ୍ରଦୀପ କୁମାର ସାହୁ ଆଲୋଚନା କରିଥିଲେ।ଅଂଶ ଗ୍ରହଣ କାରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅୟୋଜନ କରାଯାଇ ପୁରସ୍କାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   29-Apr-2026
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026

You Might Also Like