-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସମ୍ଭାବ୍ୟ ଅଂଶୁଘାତ ଓ ଜଳକ୍ଲିଷ୍ଟ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ: ଆସନ୍ତା ୧୫ ତାରିଖରୁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ

08-Mar-2022



ପୁରୀ- ଜିଲ୍ଲାସ୍ତରୀୟ ସମ୍ଭାବ୍ୟ ଅଂଶୁଘାତ ଓ ଜଳକ୍ଲିଷ୍ଟ ମୁକାବିଲା ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ବ୍ୟବସ୍ଥା କରିବାକୁ ସଂପୃକ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି । ପର୍ଯ୍ୟଟନ ସ୍ଥଳୀରେ ଜଳ ଓ ଛାଇ ବ୍ୟବସ୍ଥା, ଜଳାଭାବ ଅଞ୍ଚଳକୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଣ, ଅନାବଶ୍ୟକ ଭାବେ ଖରାରେ ବାହାରକୁ ନଯିବା କିମ୍ବା ଆବଶ୍ୟକୀୟ ଉପକରଣ ସଙ୍ଗରେ ନେବାକୁ ସଚେତନତା ସୃଷ୍ଟି କରିବାକୁ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସେହିଭଳି ଶ୍ରମିକ ମାନଙ୍କୁ ପ୍ରବଳ ଖରାରେ କାମ କରିବାକୁ ବାରଣ କରିବା ଏବଂ ନିର୍ମାଣ କାର୍ଯ୍ୟ ସ୍ଥାନରେ ଜଳପାନ, ଛାଇ ଓ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଦୃଷ୍ଟି ଦେବା, ବିଦ୍ୟାଳୟରେ ପିଲାମାନଙ୍କୁ ଖରାରେ ଖେଳିବାକୁ ଅନୁମତି ନଦେବା ଏବଂ ପ୍ରଚୁର ଜଳ ବ୍ୟବସ୍ଥା କରିବା ଉପରେ ମଧ୍ୟ ଆଲୋଚନା ହୋଇଛି । ଖରାଦିନେ ଅଗ୍ନିକାଣ୍ତର ଭୟ ଥିବାରୁ ଏପରି ସ୍ଥଳେ କ୍ଷତିଗ୍ରସ୍ତ ମାନଙ୍କୁ ତୁରନ୍ତ ସହାୟତା ପ୍ରଦାନ ଓ କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିନିମନ୍ତେ ପ୍ରତ୍ୟେକ ବ୍ଲକ ଓ ଜିଲ୍ଲା ସ୍ତରରେ ନିୟନ୍ତ୍ରଣ କକ୍ଷ ଆସନ୍ତା ୧୫ ତାରିଖରୁ କାର୍ଯ୍ୟକ୍ଷମ ହେବ । ଜିଲ୍ଲାସ୍ତରୀୟ ନିୟନ୍ତ୍ରଣ କକ୍ଷର ନମ୍ବର ହେଲା- ୦୬୭୫୨-୨୨୩୨୩୭ ।  ଖରାଦିନେ କେତକ ବେସରକାରୀ ସଂସ୍ଥା ଜଳଛତ୍ରର ବ୍ୟବସ୍ଥା କରୁଥିବାରୁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି ।  

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଆପଦକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ବଡଜେନା, ତହସିଲଦାର, ବିଡିଓ, ବିଭାଗୀୟ ଅଧିକାରୀ, ଅଗ୍ନିଶମ, ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ,  ବେସରକାରୀ ସଂସ୍ଥାର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like