-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||     

HOME   ଜିଲ୍ଲା

କର ଫାଉଣ୍ଡେସନ୍ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

08-Mar-2022



ଭୁବନେଶ୍ୱର: ସାମାଜିକ ସ୍ୱେଚ୍ଛାସେବୀ ସଙ୍ଗଠନ ‘କର ଫାଉଣ୍ଡେସନ୍’ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। ୧୯୭୫ ମସିହାରୁ ଆରମ୍ଭ ହୋଇଥିବା ଏହି ମହାନ୍ ଦିବସ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ପାଳନ କରାଯାଏ। କର ଫାଉଣ୍ଡେସନ୍ ତରଫରୁ ଏହି ଦିବସଟି ପୂର୍ବ ବର୍ଷ ଭଳି ସତ୍ୟଭାମା ଦେବୀ ମୂକ ବଧୂର ପିଲାମାନଙ୍କ

ଗହଣରେ ପାଳନ କରାଯିବା ସହ ସମାଜର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ମହିଳାମାନଙ୍କୁ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥୁ ରୂପେ ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ, ଖୋର୍ଦ୍ଧା ଜିଲ୍ଲା ଚାଇଲଡ୍ ୱେଲଫେୟାର୍ କମିଟିର ସଦସ୍ୟା ମାନସୀ ପାଢ଼ୀ, ସମାଜସେବୀ ନିରଜା ଲକ୍ଷ୍ମୀ ମହାପାତ୍ର, ଓଡ଼ିଶା ଲେଖୁ ସଂସଦର କୋଷାଧ୍ୟକ୍ଷା ଗୋଲାପ ମଞ୍ଜରୀ କର, କର ଫାଉଣ୍ଡେସନ୍‌ର କୋଷାଧ୍ୟକ୍ଷା ଗୀତାଞ୍ଜଳି କର, କର ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଅଭିନେତା ଚନ୍ଦନ କରଙ୍କ ସମେତ ସମାଜରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ମହିଳାମାନେ ଯୋଗଦେଇଥିଲେ । ସଚେତନତା ମାଧ୍ୟମରେ ନାରୀ ଜାତିର ଗରିମାକୁ ଅକ୍ଷୁର୍ଣ୍ଣ ରଖିବା ସହିତ ପୁରୁଷ ଓ ନାରୀ ମଧ୍ୟରେ ଥୁବା ଅସମାନତାକୁ ଦୂର କରିବା ପ୍ରଭୃତି ବିଷୟରେ ଉପସ୍ଥିତ ଅତିଥିମାନେ ଆଲୋକପାତ କରିଥିଲେ । ଏହି ଅବସରରେ ସମ୍ମାନିତ ହୋଇଥିବା ବ୍ୟକ୍ତିବିଶେଷମାନେ ହେଲେ କାକଟପୁର ବ୍ଲକ୍ କୁରୁଜଙ୍ଗ ପଞ୍ଚାୟତର ସର୍ବକନିଷ୍ଠା ସରପଞ୍ଚ ରୂପାଲି କାଣ୍ଡି, ସାମ୍ବାଦିକା ବିନ୍ଦୁଜା ଉପାଧ୍ୟାୟ, ଲେଖୁ ଶ୍ରୀମା

ଶତପଥୀ, ମାନବାଧିକାର କର୍ମୀ ମନୀଷା ଦାସ ପଟ୍ଟନାୟକ, ଯୁବନେତ୍ରୀ ସଂଘମିତ୍ରା ଜେନା, ସ୍ୱାସ୍ଥ୍ୟକର୍ମୀ ସଞ୍ଜିତା ମହାପାତ୍ର, ସମାଜସେବୀ ଭାବନା ଝା, ଭାଗ୍ୟଶ୍ରୀ ମହାନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ମୀର ଅହମ୍ମଦ ଅଲ୍ଲୀ, ସ୍ତମ୍ଭକାର ଅମିୟ ପାଣ୍ଡବ, ସମାଜବାଦୀ ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, ହାସ୍ୟାଭିନେତା ଜ୍ଞାନ ବାରିକ, ଯୁବନେତା ନଳିନୀକାନ୍ତ ନାୟକ, ସତ୍ୟବ୍ରତ ଜେନା, ସମାଜସେବୀ ମଲ୍ଲିକ ଆଡ୍ରେସ୍ ପ୍ରମୁଖ ଉପସ୍ଥିତ ଥିଲେ । (ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026

You Might Also Like