-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||     

HOME   ଜିଲ୍ଲା

ବିଶ୍ବ ମହିଲା ଦିବସ ଉପଲକ୍ଷେ ମାଁ ଛେଉଣ୍ଡ ଶିଶୁକନ୍ୟା ର ଭବିଷ୍ୟତ ଗଠନର ଦାୟୀତ୍ବ ନେଲେ ସିନ୍ଧେକେଲା ଜିଲ୍ଲାପରିଷଦ ସଦସ୍ଯା ଛନ୍ଦାରାଣୀ ନାଏକ

09-Mar-2022



ସିନ୍ଧେକେଲା : ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୮ ତାରିଖ କୁ ବିଶ୍ବ ମହିଲା ଦିବସ ଭାବେ ପାଳନ କରାଯାଏ। ଏହାର ମୁଳ ଉଦ୍ଦେଶ୍ଯ ହେଲା ମହିଲା ମାନଙ୍କର ଅଧିକାର ବଢ଼ାଇବା।  ବିଭିନ୍ନ କ୍ଷେତ୍ରରେ ସମ୍ମାନ ଏବଂ ପ୍ରଶଂସା ପ୍ରଦାନ କରିବା। ମହିଲା ମାନଙ୍କ ପ୍ରତି ହେଉଥିବା ହିଂସା ଏବଂ ଦୁର୍ବ୍ୟବହାର ଭଲି କୁତ୍ସିତ କାର୍ଯ୍ୟ ଉପରେ ଧ୍ୟାନ ଆକର୍ଷଣ କରାଯିବା ସହ ଏଭଲି

କାର୍ଯ୍ୟକୁ ସବୁଦିନ ପାଇଁ ସମାପ୍ତ କରି ଏକ ସୁସ୍ଥ ସମାଜ ଗଠନ କରିବା । ଆଜିର ଏପରି ଦିନରେ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଚାନ୍ଦୋତରା ଗ୍ରାମର ମଧୁସୂଦନ ରଣାଙ୍କ ସ୍ତ୍ରୀ ଅର୍ଣ୍ଣ ରଣା ତିନିମାସ ତଳେ ଏକ ଶିଶୁ କନ୍ୟା ସନ୍ତାନ ଜନ୍ମ କରି ମୃତ୍ଯୁବରଣ କରିଥିଲେ। ମଧୁସୂଦନଙ୍କ ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ ସ୍ତ୍ରୀର ମୃତ୍ଯୁ ପରେ ମଧୁସୂଦନଙ୍କ  ମାଁ ହିଁ ଶିଶୁ କନ୍ୟା ର ସାହା ଭରସା । ଏପରିସ୍ଥଳେ ପରିବାର ଶିଶୁ କନ୍ୟା ର ଭବିଷ୍ୟତ କୁ ନେଇ ବେଶ ଚିନ୍ତିତ ଥିଲେ । ଖବରପାଇ ସିନ୍ଧେକେଲା ଜିଲ୍ଲାପରିଷଦ ସଦସ୍ୟା ଛନ୍ଦାରାଣୀ ନାଏକ ବିଶ୍ବ ମହିଲା ଦିବସ ଉପଲକ୍ଷେ ଶିଶୁକନ୍ୟାର ଘରକୁ ଯାଇ ପରିବାର କୁ ଆଶ୍ବାସନା ଦେବାସହ ଶିଶୁକନ୍ୟାର ଭବିଷ୍ୟତ ଗଠନ ପାଇଁ ସମସ୍ତ ପ୍ରକାର ସାହାଯ୍ଯ ସହଯୋଗ କରିବା ଦାୟୀତ୍ବ ନେଇଛନ୍ତି। ଏହି ସମୟରେ ଅନ୍ୟମାନଙ୍କ ମଧ୍ଯରେ ଅନିଲ ନାଏକ, ନିଲାଞ୍ଚଳ ସଡଙ୍ଗୀ, ନୌରାଜ ରଣା , ହେମନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସୋସିଆଲ ମିଡିଆ ସହ ଅଞ୍ଚଳର ଲୋକେ ଜିଲ୍ଲାପରିଷଦ ସଦସ୍ଯା ଛନ୍ଦାରାଣୀ ଓ ତାଙ୍କ ସ୍ବାମୀ ଅନିଲ ଙ୍କୁ ପ୍ରଶଂସା କରୁଥିବା ଦେଖାଯାଇଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026

You Might Also Like