-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||     

HOME   ଜିଲ୍ଲା

ଦେଢ଼ଗାଁରେ ଅନ୍ତର୍ଜାତୀୟ ମହିଲା ଦିବସ ପାଳିତ

09-Mar-2022



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଦେଢ଼ଗାଁ ପଞ୍ଚାୟତ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି I ଟ୍ରିକଲଅପ ସହାୟତାରେ ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ଦ୍ୱାରା ଆୟୋଜିତ ଏହି ସମାରୋହରେ ମୁଖ୍ଯ ଅତିଥି ଭାବରେ ଦେଢ଼ଗାଁ କୃଷି ଅଧିକାରୀ ରମ୍ଭା ମେହେର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଦେଢ଼ଗାଁ ପୋଷ୍ଟ ମାଷ୍ଟର ଗୌରୀ ରାଉତ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରକୃତିମାତା କୃଷକ ଉତ୍ପାଦକ କମ୍ପାନୀ ଲିମିଟେଡ ସିନ୍ଧେକେଲା ଶାଖାର ଆରାଧନା ସାହୁ , ପରିଚାଳନା ନିର୍ଦ୍ଦେଶକ ରାଜକୁମାର ଥପା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ମହିଳା ଦିବସ ପାଳନ ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ I ଅତିଥି ମାନଙ୍କ ମତରେ ଆଜିର ସମାଜରେ ନାରୀ ପୁରୁଷଙ୍କ

ଠାରୁ କୌଣସି ଗୁଣରେ କମ ନୁହେଁ I ଏମିତି କୌଣସି କାମ ନାହିଁ ଯାହା ମହିଳା କରି ପାରିବ ନାହିଁ I ମୁଖ୍ୟ ଅତିଥି ସମସ୍ତଙ୍କୁ କହିଥିଲେ କି, ଆସନ୍ତୁ ସର୍ବ ପ୍ରଥମେ ନିଜ ପରିବାରର ନାରୀଙ୍କୁ ସମ୍ମାନ ଦେବା ଅଭ୍ୟାସ କରିବା ଦେଖିବା ସମାଜରେ ନାରୀର ସମ୍ମାନ ଆପେ ଆପେ ବଢ଼ିଯିବ I ଚଳିତ ବର୍ଷର ମହିଳା ଦିବସର ବାର୍ତ୍ତା ହେଲା - ଏକ ସ୍ଥାୟୀ ତଥା ସୁରକ୍ଷିତ ଭବିଷ୍ୟତ ପାଇଁ ଆଜିର ଲିଙ୍ଗଗତ ସମାନତା (Gender equality today for a sustainable tomorrow) I ଏହା ସହିତ ଉପସ୍ଥିତ ସ୍ୱୟଂ ସହାୟିକା ଗୋଷ୍ଠୀ ତଥା ମହିଳା କୃଷକ ଗୋଷ୍ଠୀ ର ମହିଳା ମାନଙ୍କ ମଧ୍ୟରେ ହୁଳହୁଳି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ଶ୍ରୀମତୀ ପ୍ରେମଶିଲା ପୁଟେଲ ବିଜୟୀ ହୋଇ ପୁରସ୍କୃତ ହୋଇଥିଲେ I ଏହି କାର୍ଯକ୍ରମ କୁ ମହାଶକ୍ତି ଫାଉଣ୍ଡେସନ ତରଫରୁ ବ୍ଲକ ସଂଯୋଜକ ଶ୍ରୀଯୁକ୍ତ ପ୍ରଣବ ମୋହନ କୁମାର ପରିଚାଳନା କରିଥିବା ବେଳେ ବରୁଣ ବାଗ, ରଞ୍ଜନ ଛତ୍ରିଆ, ଆରତୀ ବଗର୍ତ୍ତୀ ପ୍ରମୁଖ ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026

You Might Also Like