-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||     

HOME   ଜିଲ୍ଲା

ସନ୍ୟାସୀ ଙ୍କ ଇସ୍ତଫା ଆଣିଛି ଓଡଗାଁ ରାଜନୀତି ରେ ନୂଆ ମୋଡ଼

09-Mar-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା)/  ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବ୍ଲକ୍ ଅଧ୍ୟକ୍ଷ ପଦ ନେଇ ଚାଲିଥିବା ବାଦବିବାଦରୁ ଶିଖରପୁର ସରପଞ୍ଚ ଓ ସମିତିସଭ୍ୟ ପଦବିରେ ନିର୍ବାଚିତ ହୋଇଥିବା ସନ୍ନ୍ୟାସୀ ପ୍ରଧାନ ସମିତିସଭ୍ୟରୁ ଓହରି ଯାଇଛନ୍ତି। ଆଜି ସନ୍ୟାସୀ ନିଜ ଇସ୍ତଫା ପତ୍ରକୁ ଉପଜିଲ୍ଲାପାଳଙ୍କ ପାଖରେ ଦାଖଲ କରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଓଡ଼ଗାଁ ବ୍ଲକ୍ ଶିଖରପୁର ପଞ୍ଚାୟତରୁ ସରପଞ୍ଚ ଓ ସମିତିସଭ୍ୟ ପଦରେ ସନ୍ନ୍ୟାସୀ ପ୍ରଧାନ ସର୍ବାଧିକ ଭୋଟ୍‌ରେ ବିଜୟୀ ହୋଇଥିଲେ। ସେ ସରପଞ୍ଚ ଓ ସମିତିସଭ୍ୟ ପାଇଁ ଦୁଇଟି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସରପଞ୍ଚରେ ନିକଟତମ ପ୍ରତିଦ୍ବନ୍ଦୀଙ୍କୁ ୧୪୫୫ ଖଣ୍ଡ ଭୋଟ୍‌ରେ ହରାଇ ବିଜୟୀ ହୋଇଥିବା ବେଳେ ସମିତିସଭ୍ୟରେ ସର୍ବାଧିକ ୧୬୪୬ ଖଣ୍ଡ ଭୋଟ୍ ପାଇ ବିଜୟ ଲାଭ କରିଥିଲେ। ଅଧିକାଂଶ ସମିତିସଭ୍ୟ ସନ୍ନ୍ୟାସୀଙ୍କୁ ସମର୍ଥନ କରି ଆସୁଥିବାରୁ ସେ ବ୍ଲକ୍ ଅଧ୍ୟକ୍ଷ ପଦ ପାଇଁ ଆଶାୟୀ ଥିଲେ। ବ୍ଲକ୍ ଅଧ୍ୟକ୍ଷ ଦୌଡ଼ରେ ଦୁଇଜଣ ହେଭିୱେଟ୍ ନେତା ଥିବାରୁ କିଏ ଏହି ପଦ ହାସଲ କରିବ ଆଉ କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ ତାକୁ ନେଇ ହଟଚମଟ ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ସନ୍ନ୍ୟାସୀ ପ୍ରଧାନଙ୍କୁ କିଛି ସମିତିସଭ୍ୟ ପ୍ରାର୍ଥୀ ସମର୍ଥନ କରୁଥିବାରୁ ସେ ବ୍ଲକ୍ ଅଧ୍ୟକ୍ଷ ପାଇଁ ଆଶାୟୀ ଥିଲେ, ଆଉ ଗୋଟିଏ ପଟେ

କୋରପିଠା ସମିତିସଭ୍ଯ ପଦରୁ ବିଜୟଲାଭ କରିଥିବା ଲୋକନାଥ ସାହୁ ବ୍ଲକ୍ ଅଧ୍ୟକ୍ଷ ପାଇଁ ଗୋଟି ଚାଳନା କରୁଥିଲେ। ଆଜି ସେ ସବୁର ଅନ୍ତ ଘଟିଛି। ଶେଷରେ ଦୁଇଟି ପଦ ହାତେଇଥିବା ସନ୍ନ୍ୟାସୀ ପ୍ରଧାନ ଶିଖରପୁର ପଞ୍ଚାୟତ ସମିତିସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମିତିସଭ୍ୟ ପଦରୁ ସେ ଇସ୍ତଫା ଦେବା ପରେ ପୁଣି ଥରେ ଶିଖରପୁର ପଞ୍ଚାୟତରେ ନିର୍ବାଚନ ହେବା ନିଶ୍ଚିତ ହୋଇଯାଇଛି। ଏହା ବିଧିବଦ୍ଧ ଭାବେ ଘୋଷଣା ପରେ ଗ୍ରାମ ପଞ୍ଚାୟତ ନିୟମ ଅନୁଯାୟୀ ନିର୍ବାଚନ ହେବ ବୋଲି ଓଡ଼ଗାଁ ଗ୍ରାମ ପଞ୍ଚାୟତ ଅଧିକାରୀ ସୁବାସ ଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026

You Might Also Like