-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||     

HOME   ଜିଲ୍ଲା

ପିଙ୍ଗୁଆ ଡିଗ୍ରୀ କଲେଜ ରେ ପାଳିତ ହୋଇଛି, ଅନ୍ତର୍ଜାତୀୟ ବିଶ୍ୱ ମହିଳା ଦିବସ

09-Mar-2022



ଢେଙ୍କାନାଳ / -ଢେଙ୍କାନାଳ ଜିଲ୍ଲା ଗଂଦିଆ ବ୍ଲକ ଅନ୍ତର୍ଗତ ପିଙ୍ଗୁଆ ଡିଗ୍ରୀ କଲେଜ ର ଜାତୀୟ ସେବା ଯୋଜନା ଏବଂ ୟୁଥ ରେଡ଼କ୍ରଷ ର ମିଳିତ ଉଦ୍ୟମରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି, ଜାତୀୟ ସେବା ଯୋଜନା ର କାର୍ଯ୍ୟକ୍ରମ ଅଧିକାରୀ ଏବଂ ୟୁଥ ରେଡ଼କ୍ରଷ ସଂଯୋଜନା ଅଧ୍ୟlପକ ଦୀପ୍ତି ରଞ୍ଜନ ମହାଳିକ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାଯ୍ୟlକ୍ରମ ରେ ସୂର୍ଯ୍ୟ ଲୋକ ଫାଉଣ୍ଡେସନ ର ଅଧକ୍ଷlତଥା ପରୋଖୋଜ ପଞ୍ଚlୟତ ର ପୂର୍ବତନ ସରପଞ୍ଚ ଶୁଭଦର୍ଶନୀ ପରିଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଅଧବସାୟ ଅଭ୍ୟାଶ ଏବଂ ଆତ୍ମ ଚେଷ୍ଟା ଉପରେ ଗୁରୁତ୍ୱ ଆରୋପ କରିପାରିଲେ  ସାଧାରଣ ମହିଳା ଟିଏ ସମାଜର ମୁଖ୍ୟ ସୋପାନ ରେ ଅଧିଷ୍ଠିତ ହୋଇପାରିବେ, ବୋଲି କହିଥିଲେ  ମୁଖ୍ୟସୋପାନରେ ଅଧିଷ୍ଠିତ ହୋଇପାରିବେ ବୋଲି କହିଥିଲେ, ମୁଖ୍ୟ ବକ୍ତା ଭାବେ ରାଷ୍ଟ୍ରପତି ପୁରସ୍କୁତ ଶିକ୍ଷୟତ୍ରୀ ଦିପ୍ତିମୟୀ ଲେଙ୍କା, ଯୋଗଦେଇ ମହିଳା ମାନଙ୍କୁ ଆତ୍ମ ନିର୍ଭରଶୀଳ ମନ୍ତ୍ର ପ୍ରଦାନ କରିଥିଲେ, ସମ୍ମାନିତ ଅତିଥି ଭାବେ ସାମ୍ବାଦିକ, ପ୍ରଦୀପ କୁମାର ଦାସ ଯୋଗଦେଇ ଅଭିଭାଷଣ ରେ କଥା ରଖିଲେ, ନାରୀ ସେହିଦିନ ପୁରୁଷ ସହିତ ସମାନ ହେବ, ଯେଉଁ ଦିନ ପ୍ରତେକ କ୍ଷେତ୍ରରେ ସେ କାହାଠାରୁ ଦୟା କିମ୍ବା କ୍ଷମା ଭିକ୍ଷା ନକରି ନିଜ ଅଧିକାର କୁ ସାବ୍ୟସ୍ତ କରିବାରେ କ୍ଷମତା ରଖିବ, ସେ ୟା ହିଁ ହେବ ତାର ସମାଧାନ ର ଅଧିକାର, ଏସ. ଏଚ. ଜି ଗ୍ରୁପ ର ନିରୁପମା ନାୟକ କଲେଜ ରେ ଯୋଗ ଦେଇ ଜନ୍ମ ଠାରୁ ମୁର୍ତ୍ତୃ ପର୍ଯ୍ୟନ୍ତ ନାରୀର ଭୂମିକା ଓ ସେମାନଙ୍କର ଅବଦାନ ସମ୍ପର୍କ ରେ ଆଲୋଚନା କରିଥିଲେ, ଏବଂ ନାରୀମାନଙ୍କ ର ବିଭିର୍ନ ଭୂମିକା କୁ ଛାତ୍ର ଛାତ୍ରୀ ମାନଙ୍କୁ ଜଣାଇଥିଲେ, କଲେଜ ତରଫରୁ ମହିୟସୀ ମହିଳା ହିସାବରେ ସୁଭଦର୍ଶନୀ ପରିଡା ଓ ଦିପ୍ତିମୟୀ ଲେଙ୍କା ଏବଂ ନିରୁପମା ନାୟକ ଙ୍କୁ ଭବ୍ୟ ସମ୍ଭୋଧନlଜ୍ଞlପନ କରାଯାଇଥିଲା, ସାମ୍ବାଦିକ ଅକ୍ଷୟ କୁମାର ପାତ୍ର, ତାପସଦାସ, ସୋମ୍ୟରଞ୍ଜନ ମହାନ୍ତି ଉପସ୍ଥିତ ରହିଥିଲେ, ଏବଂ ଛାତ୍ର ଛlତ୍ରୀ ସସ୍ମିତା ସାହୁ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା ନିମଂତ୍ରୀନ୍ତ ଅତିଥି ମାନଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ, ଢେଙ୍କାନାଳ ରୁ ତାପସଦାସ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026

You Might Also Like