-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||     

HOME   ଜିଲ୍ଲା

୧୦ ଟଙ୍କା ଯାଏ ବଢିପାରେ ତେଲ ଦର; ୧୩୦ ଡଲାର ଛୁଇଁଲାଣି ଅଶୌଧିତ ତେଲ ଦର

09-Mar-2022



ଭୁବନେଶ୍ୱର(ଶୁଭାଶିଷ ନାୟକ); ସରିଲା ନିର୍ବାଚନ, ବଢିପାରେ ତେଲ ଦର । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ଦର ଯେଭଳି ଆକାଶଛୁଆଁ ହୋଇଛି, ଭାରତୀୟ ଖୁଚୁରା ବଜାରରେ ଖୁବଶୀଘ୍ର ଏହାର ପ୍ରଭାବ ପଡିବାକୁ ଯାଉଛି । କୁହାଯାଉଛି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ କେନ୍ଦ୍ର ସରକାର ତେଲଦର ବୃଦ୍ଧି ଉପରେ ବ୍ରେକ୍ ଲଗାଇଥିଲେ । ଗତକାଲି ସମସ୍ତ ପର୍ଯ୍ୟାୟ ମତଦାନ ଶେଷ ହୋଇଯାଇଛି । ତେଣୁ ଖୁବଶୀଘ୍ର ତେଲଦର ବୃଦ୍ଧି ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି ।
ରୁଷିଆ-ୟୁକ୍ରେନ ଯୁଦ୍ଧ ଫଳରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ଦର ବ୍ୟାରେଲ ପିଛା ୧୩୦ ଡଲାରରେ ପହଂଚି ଯାଇଛି । ବଡକଥା ହେଉଛି ଗତବର୍ଷ ନଭେମ୍ବର ୪ ତାରିଖ ପରଠାରୁ ଆଉ ତେଲଦର ବୃଦ୍ଧି କରିନାହାନ୍ତି ତେଲ କମ୍ପାନି । ସେତେବେଳେ ଅଶୋଧିତ ତେଲଦର ବ୍ୟାରେଲ ପିଛା ୮୩ ଡଲାରରେ ପହଂଚି ଯାଇଥିଲା । ଫଳରେ ଗ୍ରାହକଙ୍କୁ ଆଶ୍ୱସ୍ତି ଦେବାପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଟିକସ କମାଇଥିଲେ । ହେଲେ ଏବେ ଅଶୋଧିତ ତେଲ ୧୩୦ ଡଲାରରେ ପହଂଚିଯାଇଛି । ତେଣୁ ତୁରନ୍ତ ପେଟ୍ରୋଲ ଓ ଡିଜେଲ ଦର ଲିଟରପିଛା ୫ରୁ ୬ ଟଙ୍କା ବଢାଇବାକୁ ଦାବି କରିଛନ୍ତି ଭାରତୀୟ ତେଲ କମ୍ପାନି । ଏବେ ଲିଟରପିଛା ସେମାନଙ୍କୁ ୧୨ ଟଙ୍କାରୁ ଅଧିକ କ୍ଷତି ସହିବାକୁ ପଡୁଛି ।
ତେବେ ହଠାତ୍ ଦରବୃଦ୍ଧି ନକରି ସରକାର ଧିରେଧିରେ ଦର ବଢାଇ ପାରନ୍ତି ବୋଲି ଆଶଙ୍କା କରାଯାଉଛି । ସେହିପରି ସରକାର ଟିକସ ନକମାଇଲେ ଗ୍ରାହକଙ୍କ ଉପରେ ପ୍ରବଳ ଆର୍ଥିକ ବୋଝ ପଡିବ । ତେଲଦର ବଢିଲେ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଦର ମଧ୍ୟ ବୃଦ୍ଧି ପାଇବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026

You Might Also Like