-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ନୂତନ ଏସପି ଙ୍କ ଯୋଗଦାନ

09-Mar-2022



ସୁବର୍ଣ୍ଣପୁର -ଆଜି ସୁବର୍ଣ୍ଣପୁର ଜିଲ୍ଲା ର ନୂତନ ଆରକ୍ଷୀ ଅଧିକ୍ଷକ ଭାବରେ ଅମରେଶ ପଣ୍ଡା ଯୋଗ ଦେଇଛନ୍ତି।୧୯୮୫ ରୁ ପୋଲିସ ବିଭାଗରେ ସେ ନିଯୁକ୍ତି ପାଇ ରାଜ୍ୟର ବିଭିନ୍ନ ଜିଲ୍ଲାରେ  ତାଙ୍କର ଦାୟିତ୍ୱ ନିର୍ବାହ କରିଥିବା ବେଳେ ସବୁସମୟରେ ଜନସାଧାରଣଙ୍କ ସେବା ଓ ସୁରକ୍ଷାକୁ ପ୍ରାଥମିକତା ଦେଇଆସିଥିବା ସେ ପ୍ରକାଶ କରିଛନ୍ତି ।ଜନସାଧାରଣ ଙ୍କ ସହ ପୋଲିସ ସଦାବେଳେ   ବନ୍ଧୁତ୍ୱପୂର୍ଣ ସଂପର୍କ ରଖିବା ସହ  ଲୋକଙ୍କ ମୌଳିକ ସୁବିଧା ସୁଯୋଗ ପ୍ରତି ବିଶେଷ ଧ୍ୟାନ ଦେବାସହ ଜିଲ୍ଲା ର ଆଇନଶୃଙ୍ଖଳା ପରିସ୍ଥିତି, ସହରର ଟ୍ରାଫିକ ସମସ୍ୟା ଉପରେ ବିଶେଷ ଧ୍ୟାନଦେବାକୁ ମତରଖିଥିଲେ। ଗଣମାଧ୍ୟମ ପ୍ରତିନିଧି ଙ୍କ ପ୍ରଶ୍ନର ଉତ୍ତରରେ ସାଇବର କ୍ରାଇମକୁ ରୋକିବା ପାଇଁ ଜିଲ୍ଲାରେ ସାଇବର ସେଲକୁ ଅଧିକ କ୍ରିୟାଶୀଳ କରାଇବାସହ ଜିଲ୍ଲାରେ ବଢିଥିବା

ଲୁଟତରାଜ, ଛିନତାଇ କୁ ରୋକିବା ପାଇଁ ବିଶେଷ ଯତ୍ନ ନେବାଉପରେ ଗୁରୁତ୍ୱାରୋପ କରିଥିଲେ।ସେହିପରି ବାଇକ ଆରୋହୀ ଙ୍କୁ ସଦାସର୍ବଦା ହେଲମେଟ ପିନ୍ଧିବା ଓ କାରଚାଳକ ଙ୍କୁ ସିଟବେଲ୍ଟ ପରିଧାନକୁ କଡାକଡି ଚେକିଂ  କରାଇବା ଉପରେ ଗୁରୁତ୍ୱ ଦେବାସହ ଜନସାଧାରଣ ଙ୍କ ଆସ୍ଥାଭାଜନରେ ଗଣମାଧ୍ୟମ ପ୍ରତିନିଧି ତଥା ଜିଲ୍ଲାର ସମସ୍ତ ଜନସାଧାରଣ ଙ୍କ ସହଯୋଗ ଲୋଡିଥିଲେ। ସଦର ଡାକ୍ତରଖାନା ରେ ବନ୍ଦ ଥିବା ବିଟ ହାଉସ କୁ ପୁନଃ ସ୍ଥାପନ ପାଈଁ ମିଡ଼ିଆ ପକ୍ଷରୁ ଏସ ପି ଙ୍କୁ ଅନୁରୋଧ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026

You Might Also Like