-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||     

HOME   ଜିଲ୍ଲା

କିଶୋର-କିଶୋରୀ ସ୍ୱାସ୍ଥ୍ୟ ଦିବସ ପାଳନ

09-Mar-2022



ପଦ୍ମପୁର:-ବରଗଡ଼ ଜିଲ୍ଲା ଅନ୍ତର୍ଗତ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସରେଇକେଲା ଗ୍ରାମପଞ୍ଚାୟତ ଅଧିନରେ ଯାଉଥିବା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସମ୍ବଲପୁରୀ ଠାରେ କିଶୋର କିଶୋରୀ ସ୍ୱାସ୍ଥ୍ୟ ଦିବସ ପାଳନ ହୋଇଯାଇଛି । କିଶୋର କିଶୋରୀ ମାନଙ୍କ ଶାରୀରିକ, ମାନସିକ ଓ ବ୍ୟବହାରିକ ଉନ୍ନତି ଦିଗରେ କିଭଳି ନିଜକୁ ଗଢି ତୋଳିବେ ସେ ବିଷୟରେ ଏକ ଆଲୋଚନା ଚକ୍ରରେ ବୁକୁରାମୁଣ୍ଡା ର ଡାକ୍ତର ଡଃ ସୁଦୀପ୍ତ କୁମାର ସାହୁ ଉପସ୍ଥିତ କିଶୋର କିଶୋରୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀମାନ ମହିପାଳ ବେହେରା ଅଧ୍ୟକ୍ଷତା କରିଥିଲେ । ଶିକ୍ଷକ ସର୍ବଶ୍ରୀ:-ନନସିଂହ ନାୟକ,ଧର୍ମକୁମାର ପ୍ରଧାନ, ରାଜ୍ୟପାଳ ଗଡତିଆ, ଘନଶ୍ୟାମ ପ୍ରଧାନ, ପ୍ରମୋଦ କୁମାର ନାୟକ ଯୋଗଦାନ କରି ନିଜନିଜ ସୁଚିନ୍ତିତ ବକ୍ତବ୍ୟ ଉପସ୍ଥାପନା କରିଥିଲେ ।ଏହି କାର୍ଯ୍ୟକ୍ରମ କୁ ରାଷ୍ଟ୍ରୀୟ ବାଲସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ର ଡାକ୍ତର ସୁଦୀପ୍ତ କୁମାର ସାହୁ, ଫାର୍ମାସିଷ୍ଟ ଅଶୋକ କୁମାର ବନଛୋର ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026

You Might Also Like