-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ଓଡ଼ିଶା ନାଭାଲ ଟାଟା ହକି ପ୍ରତିଯୋଗିତା

09-Mar-2022



ଢେଙ୍କାନାଳ: ଆଜି ଦ୍ୱିତୀୟ ଓଡ଼ିଶା ନାଭାଲ ଟାଟା ହକି ପ୍ରତିଯୋଗିତା ଢେଙ୍କାନାଳ ସଦର ମହକୁମା ଷ୍ଟାଡିଅମରେ ଉଦଘାଟିତ ହୋଇଯାଇଛି।

ଓଡ଼ିଶା ଟାଟା ନଭାଲ ଏକାଡେମୀ ରାଜୀବ କୁମାର ସେଠ ଏହି ପ୍ରତିଯୋଗିତା ବିଷୟରେ ବର୍ଣ୍ଣନା କରିବା ସହ ଓ ପ୍ରଶାସନର ସହଯୋଗକୁ ପ୍ରଶଂସା କରିଥିଲେ। 
ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀ ବିଶ୍ଵ ମହିଳା ଦିବସ ଉପଲକ୍ଷେ ବାଳକ ଓ ବାଳିକାଙ୍କ ଆଜି ଦିନର ତାତ୍ପର୍ଯ୍ୟ ବିଷୟ ଅବଗତ କରାଇଥିଲା। ଆଗାମୀ ଦିନରେ ଜିଲ୍ଲା ଓ ରାଜ୍ୟରେ ହକିକୁ ଏକ ନମ୍ବର ଖେଳ ଭାବେ ପରିଚିତ କରାଇବାରେ ମୁଖ୍ୟମନ୍ତ୍ରୀଙ୍କ ଆକାଂକ୍ଷା ପୂରଣ କରିବା ପାଇଁ ହାତ ବଢ଼ାଇବାକୁ ପ୍ରେରଣା ଦେଇଥିଲେ। 

ମୁଖ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ହକି ଖେଳାଳି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଯୁବପିଢ଼ିକୁ ହକି ପ୍ରତି ଆଗ୍ରହ ବଢ଼ାଇବା ପାଇଁ ପରାମର୍ଶ ଦେଇଥିଲେ। ବିଜୁ ପଟ୍ଟନାୟକଙ୍କ କୋଚ୍ ପୁରସ୍କାର ପ୍ରାପ୍ତ ଖେଳ ପ୍ରଶିକ୍ଷକ ନନ୍ଦ ବିହାରୀ, ପୁରାତନ ଖେଳାଳି ପ୍ରଦୀପ କୁମାର ଦାସ ଓ ପର୍ଶୁରାମ ମିଶ୍ର ଙ୍କ ସହ ଖେଳର ସଙ୍ଗଠକ ପ୍ରେମାନନ୍ଦ ବିହାରୀ ଯୋଗଦାନ କରିଥିଲେ।ଏହି ପ୍ରତିଯୋଗିତା ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026

You Might Also Like