-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଭାଇସ୍ ଚାନସେଲର ଙ୍କୁ ସାକ୍ଷାତ କଲେ ବଲାଙ୍ଗୀର ନାଗରିକ କମିଟିର ପ୍ରତିନିଧି ଦଳ- ଅଧ୍ୟାପକ ନିଯୁକ୍ତି ଓ ଜବରଦଖଲ ସମସ୍ୟା ସଂପର୍କରେ ହେଲା ଆଲୋଚନା 

09-Mar-2022



ବଲାଙ୍ଗୀର: ଆଜି ବଲାଙ୍ଗୀର ନାଗରିକ କମିଟି ପକ୍ଷରୁ ମହାବିଦ୍ୟାଳୟର ଚାରି ଜଣ ପୂର୍ବତନ ଅଧ୍ୟକ୍ଷ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଭାଇସ ଚାନସେଲର ଉମାବଲ୍ଲଭ ମହାପାତ୍ରଙ୍କୁ ସାକ୍ଷାତ କରି ବିଶ୍ୱବିଦ୍ୟାଳୟର ବିଭି୍‌ନ୍ନ ସମସ୍ୟା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଭାଇସ୍‌ଚାନସେଲର ଶ୍ରୀ ମହାପାତ୍ର ବିଶ୍ୱବିଦ୍ୟାଳୟର ଅଧ୍ୟାପକ ସମସ୍ୟା, ଜବରଦଖଲ ସମସ୍ୟା ଓ ବିଭିନ୍ନ ଭିତ୍ତିଭୂମିର ବିକାଶ ସଂପର୍କରେ ଆଲୋଚନା କରିଥିଲେ । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପିଜି କାଉନସିଲ ଅଧୀନରେ ଥିବା ୧୮ଟି ବିଭାଗରେ ଟିଚିଙ୍ଗ ଓ ନନ୍ ଟିଚିଙ୍ଗ ଷ୍ଟାଫ୍ ଙ୍କ ଅଭାବ ପାଠପଢ଼ାରେ ଏକ ଅଚଳାବସ୍ଥା ସୃଷ୍ଟି କରିଛି । ଏଥିସହ   ବର୍ତ୍ତମାନ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଅଧୀନରେ ମାତ୍ର ୪୨ ଏକର ଜମି ରହିଥିବା ବେଳେ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ୬୪ ଏକର ଜମି ପ୍ରଦାନ ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି ଭାଇସ ଚାନ୍‌ସେଲର ଶ୍ରୀ ମହାପାତ୍ର କହିଛନ୍ତି । ପ୍ରକୃତରେ ଭବିଷ୍ୟତକୁ ଆଖି ଆଗରେ ରଖି ବିଶ୍ୱବିଦ୍ୟାଳୟ ପାଇଁ ୫ଠଠ ଏକର ଜମି ସୁରକ୍ଷିତ ରଖିବା କଥା ।  ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଭାଗରେ୧୨୬ଜଣ ଅଧ୍ୟାପକ ରହିବା ସ୍ଥାନରେ ମାତ୍ର ୩୧ଜଣ ଅଧ୍ୟାପକ କାମ ତୁଲାଉଛନ୍ତି  ଏହି ଅଧ୍ୟାପକ ମାନେ ବିଶ୍ୱବିଦ୍ୟାଳୟର ବିଭିନ୍ନ ପ୍ରଶାସନିକ କାର୍ଯ୍ୟ ଯଥା ପରୀକ୍ଷା ନିୟନ୍ତ୍ରଣ, ରେଜିଷ୍ଟାର, ଚ୍ୟାର୍‌ପର୍ସନ ଇତ୍ୟାଦିର ଦାୟିତ୍ୱ ତୁଲାଉଥିବାରୁ ପାଠପଢ଼ା ବ୍ୟାଘାତ ହେଉଛି ।  ପୁଣି ୪୩ ଜଣ ଗେଷ୍ଟ ଫେକୁଲଟି ଙ୍କୁ ଏଠାରେ ଅବସ୍ଥ।।ପିତ କରାଯାଇ ଜେଣତେଣ ପ୍ରକାରେଣ ପାଠ ପଢ଼ା ଚାଲିଛି ।  ଏଥି ଯୋଗୁଁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇବା ପରେ ମଧ୍ୟ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି ବୋଲି ବିଶ୍ୱବିଦ୍ୟାଳୟ ତରଫରୁ କୁହାଯାଇଛି । ଏଣିକି ସେଲ୍ଫ ଫାଇନାନ୍ସ ମାଧ୍ୟମରେ ପାଠ ପଢ଼ିବା ପାଇଁ ନୂତନ ବିଷୟ ନ ଖୋଲିବା ପାଇଁ ସରକାରଙ୍କ ତରଫରୁ ନିର୍ଦ୍ଦେଶ ରହିଛି । ବଲାଙ୍ଗୀର ନାଗରିକ କମିଟି ତରଫରୁ ସାଧାରଣ ସଂପାଦକ ମନୋରଂଜନ ସାହୁଙ୍କ ନେତୃତ୍ୱରେ ଓ ବିମଳ କୁମାର ଚୋପଦାରଙ୍କ ଆବାହକତ୍ୱରେ ତଥା ରାଜେନ୍ଦ୍ର କଲେଜର ପୂର୍ବତନ ଅଧ୍ୟକ୍ଷ ଡ. ଅଭିମନ୍ୟୁ ମିଶ୍ରଙ୍କ ସମେତ ଅଧ୍ୟକ୍ଷ ଡ. ସତ୍ୟବନ୍ତ ବେଦବାକ, ଅଧ୍ୟକ୍ଷ ଶୁଭେନ୍ଦ୍ର ତ୍ରିପାଠୀ ସୋନପୁର କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ତରୁଣ କୁମାର ମିଶ୍ର ଓ ସହସଂପାଦକ ଡ. ଚକ୍ରପାଣି ଦାଶ  ପ୍ରମୁଖ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026

You Might Also Like