-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||     

HOME   ଜିଲ୍ଲା

ନିର୍ବାଚନ କମିଶନଙ୍କ ଦ୍ବାରା ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ଦ୍ଵାରା ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଂକୁ ନେଇ ଏକ ବୈଠକ

09-Mar-2022



ବୌଦ୍ଧ (ପ୍ରେରଣା ଖବର)ଆଜି ବୋୖଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପୌର ନିର୍ବାଚନ 2022 ପାଇଁ ନିର୍ବାଚନ କମିଶନଙ୍କ ଦ୍ବାରା ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ଲକ୍ଷ୍ମଣ ମଲ୍ଲିକଙ୍କ ଉପସ୍ଥିତିରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଂକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି | ବୌଦ୍ଧ ଏନଏସି ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ଓ ପ୍ରାର୍ଥୀ ମାନେ ଆଦର୍ଶ ଆଚରଣ ବିଧିକୁ କିଭଳି  କଡାକଡି ପାଳନ କରିବେ ସେ ସମ୍ପର୍କରେ ଶ୍ରୀ ମଲ୍ଲିକ ସମସ୍ତ ପ୍ରତିନିଧି ଓ ସରକାରୀ ଅଧିକାରୀ ମାନଙ୍କୁ କହିଥିଲେ l ବୈଠକରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଉପ ଜିଲ୍ଲାପାଳ ସନତ କୁମାର ନାଏକ, ଉପ ଆରକ୍ଷୀ ଅଧିକ୍ଷକ ସାଲେସ୍ତିନ ତିଗା, ତହସିଲଦାର୍ ତଥା ନିର୍ବାଚନ ଅଧିକାରୀ ଅବିନାଶ ପାଣ୍ଡିଆ, ଡେପୁଟି କଲେକ୍ଟର ଚନ୍ଦ୍ରକାନ୍ତ ବେହେରା, ବିଜେପି ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତି, ବିଜେଡିର ପ୍ରତିନିଧି ସୀତାଂଶୁ ମହାକୁଡ଼, କଂଗ୍ରେସର ପ୍ରତିନିଧି ତରଣୀ ସେନ୍ ଜେନା ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂହ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026

You Might Also Like