-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||     

HOME   ଜିଲ୍ଲା

ମୋଟେର ଚମ୍ପେଶ୍ୱର ମହାଦେବ ମନ୍ଦିରରେ ଅଦଦ୍ଭୁଦ ଦୃଶ୍ୟ, ପଥରର ବୃଷଭ ପିଉଛି ପାଣି ll

10-Mar-2022



କଳାହାଣ୍ଡି,କୋକସରା(ତ୍ରିନଥ ବେଶ୍ରା):ସତରେ ଏ ଦୁନିଆ ହେଉଛି ବଡ଼ ବିଚିତ୍ର, ଇଶ୍ଵରଙ୍କ ଶକ୍ତିକୁ ସାଧାରଣ ମଣିଷ ବୁଝିବ ବା କେମିତି ? ଇଶ୍ଵର ହେଉଛନ୍ତି ସାରା ଜଗତର ପାଳନକର୍ତା, ସେ କେତେବଳେ ମାନବ ରୂପରେ ଦାସିଆ ବାଉରୀ ପଠେଇ ଥିବା ନଡ଼ିଆକୁ ହାତ ବଢ଼େଇ ନେଇଥିଲେ ତ କେତେବେଳେ ଗଜପତି ମହାରାଜାଙ୍କ ସୈନିକ ଭାବରେ ଯୁଦ୍ଧ କ୍ଷେତ୍ରରେ ଅବତୀର୍ଣ୍ଣ ହୋଇ ଭକ୍ତଙ୍କୁ ସାହାଯ୍ୟ କରି ଥିଲେ ଓ କେତେବେଳେ ପଥର ରୂପରେ ପୂଜା ପାଇଥାନ୍ତି ଓ ଭକ୍ତ ମାନ ଙ୍କୁ ନିଜର ଶକ୍ତି ବଳରେ ଆଚର୍ଯ୍ୟ କାଯ୍ୟ କରିଥାନ୍ତି l ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି,କଳାହାଣ୍ଡି ଜିଲ୍ଲା କୋକାସରା ବ୍ଳକ ମୋଟେର ଗାଁରେ ଥିବା ବାବା ଚମ୍ପେଶ୍ୱର ମହାଦେବ ମନ୍ଦିରରେ l ଆଜି ଏକ ଅଦଦ୍ଭୁଦ ଦୃଶ୍ୟ ଦେଖିବାକୁ ମିଳୁଛି ।

ମନ୍ଦିରରେ ଥିବା ପଥରର ବୃଷଭ ପାଣି ରଖିଲେ ବୁନ୍ଦା ବୁନ୍ଦା ପାଣି ପିଉଥିବା ଦେଖିବାକୁ ମିଳିଛି  lଏହି ଖବର ପ୍ରଚାରିତ ହେବା ପରେ ଦୂର ଦୁରାନ୍ତ ଠାରୁ ଭକ୍ତ ମାନେ ଆସି ବାବା ଚମ୍ପେ ଶ୍ୱର ମନ୍ଦିରରେ ଭିଡ ଲାଗି ରହିଛି ଓ ଭକ୍ତ ମାନେ ନିଜ ନିଜ ହାତରେ ପାଣି ପିଆଉଛନ୍ତି l ଗତ ରବିବାର ଦିନ ଠାରୁ ଏଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇ ଥିବା ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026

You Might Also Like