-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||     

HOME   ଜିଲ୍ଲା

କର୍ଲପଡା ଡିଗ୍ରୀ ମହାବିଦ୍ୟାଳୟ ରେ NSS ପ୍ରଶିକ୍ଷଣ ଶିବିର ଉଦଯାପିତ

10-Mar-2022



କଳାହାଣ୍ଡି, ନର୍ଲା(ସଞ୍ଜିବ ଦାସ) ଡିଗ୍ରୀ ମହାବିଦ୍ୟାଳୟ କର୍ଲପଡା ଠାରେ  ଏକ ଦିବସିୟ NSS ପ୍ରଶିକ୍ଷଣ ବୁଧବାର ଅନୁଷ୍ଟିତ ହୋଇଯାଇଛି ।ଏଥିରେ ମହାବିଦ୍ୟାଳୟ ର ଶତାଧିକ ଛାତ୍ର ଛ।ତ୍ରୀ  ତାଲିମ ଦିଆଯାଇଥିଲା । ଏହି କାର୍ଯ୍ୟ କ୍ରମରେ କଳାହାଣ୍ଡି ବିଶ୍ୱ ବିଦ୍ୟାଳୟ ର କୂଳ।ଧିପତି ପ୍ରଫେସର ମାନନୀୟ ଡକ୍ଟର ସଞ୍ଜୟ ଶତପଥୀ ଯୋଗ ଦାନ କରି ସେବା କ୍ଷେତ୍ର କୁ ପାଦ ବଢାଇବା ପାଇଁ ମାର୍ଗଦର୍ଶନ ପ୍ରଦ।ନ କରିଥିଲେ । ଅନ୍ୟତମ ଅତିଥି ଭାବରେ ପ୍ରଫେସର ଚିତ୍ତରଞ୍ଜନ ଖୁଣ୍ଟିଆ ,ବିଶ୍ବବିଦ୍ୟ।ଲୟ ସଂଯୋଜକ ତଥା ଜିଲ୍ଲା କାର୍ଯ୍ୟ କ୍ରମ ଅଧିକାରୀ ପ୍ରଫେସର ପ୍ରତାପ ଚନ୍ଦ୍ର ଦାଶ ଯୋଗଦାନ କରି NSS ସମ୍ପର୍କରେ  ମାର୍ଗଦର୍ଶନ କରିଥିଲେ  କାର୍ଯ୍ୟକର୍ମ ର ସଂଯୋକ ପ୍ରଫେସର ମୋହନ ପଟେଲ  ଓ ପ୍ରଫେସର ଲଳିତ ପଣ୍ଡା, ପ୍ରଫେସର ରଞ୍ଜିତ ମେହେର ଙ୍କ ଉପସ୍ଥିତିରେ କାର୍ଯ୍ୟକର୍ମ ସଫଳ ରୂପ।ୟ ନ ହୋଇଥିଲା ।  Iପ୍ରଫେସର ପ୍ରଶାନ୍ତ କୁମାର ଷଡଙ୍ଗୀ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026

You Might Also Like