-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବଣିକ ସଂଘର ବିଶେଷ ବୈଠକ, ପ୍ରତ୍ୟେକ ଗୁରୁବାର ଅପରାହ୍ନ ୨ଟା ପରେ ଦୋକାନ ବନ୍ଦ ନିଷ୍ପତ୍ତି ବଳବତ୍ତର

10-Mar-2022



ସିନ୍ଧେକେଲା : ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ ବଣିକ ସଂଘର ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ସଭାପତି ସୁବାଷ ଜୈନଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକରେ ସର୍ବ ପ୍ରଥମେ ସଂଘର ଉପ ସଭାପତି ଅକ୍ଷୟ ସାହୁ ବିଗତ ବର୍ଷର ଆୟବ୍ୟୟ ର ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ବଣିକ ସଂଘ ପକ୍ଷରୁ ରଖା ଯାଇଥିବା ପ୍ରତ୍ୟେକ ଗୁରୁବାର ଅପରାହ୍ନ ୨ଟା ପରେ ଦୋକାନ ଗୁଡିକ ବନ୍ଦ କୁ କେତେକ ଦୋକାନୀ ମାନୁ ନଥିବାରୁ ସେ ସମ୍ପର୍କରେ ଆଲୋଚନା କରାଯାଇ ଥିଲା। ତେବେ ସମସ୍ତ ସଦସ୍ଯ ଙ୍କ ମତାମତ କୁ ନେଇ ପୁଣିଥରେ ସେହି ବନ୍ଦ ନିଷ୍ପତ୍ତି କୁ ବଳବତ୍ତର ରଖାଗଲା । ଏଣୁ ଏଣିକି ଯେଉଁ ଦୋକାନୀ ଏହି

ନିୟମ କୁ ଉଲଂଘନ କରିବ ତା ନାମରେ ଏକ ନିନ୍ଦା ପ୍ରସ୍ତାବ ସ୍ବରୁପ ବଣିକ ସଂଘର ହ୍ଵାଟ୍ସଆପ ଗ୍ରୁପରେ ସେହି ଦୋକାନୀଙ୍କ ଭିଡିଓ  ଭାଇରଲ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଗଲା । ସଂଘ ର ବାର୍ଷିକ ଦେୟ ସହ ଅନ୍ୟାନ୍ୟ ବିଷୟରେ ମଧ୍ୟ ବୈଠକରେ ଆଲୋଚନା କରାଗଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ସନ୍ତୋଷ ଜୈନ , ମନୋଜ ଜୈନ , ସହ ସମ୍ପାଦକ ସୁବୋଧ ପାଢ଼ୀ , ଉପ ସଭାପତି ଗୋବିନ୍ଦ ସାହୁ , କୋଷାଧ୍ୟକ୍ଷ କିରୋଡି ଜୈନ , ମିଡ଼ିଆ ସଂପାଦକ ଅନିଲ ତ୍ରିପାଠି , ଦିନେଶ ଜୈନ , ବରିଷ୍ଠ ସଦସ୍ୟ ଛତ୍ରପାଲ ଜୈନ , ପ୍ରସନ୍ନ ଜୈନ , ଆଦେଶ ଜୈନ , ପ୍ରଭାକର ସାହୁ , କୈଳାସ ଜୈନ , ଶରତ ମିଶ୍ର , ଜଗନ୍ନାଥ ଜୈନ , ତପନ ଜୈନ , ରାଜେଶ ଜୈନ , ଅନିଲ ଜୈନ , ବିଜୟ ସାହୁ , ରମେଶ ସାହୁ , ଓମ ପ୍ରକାଶ ଜୈନ , ଦେବେନ୍ଦ୍ର ଖମାରୀ,  ଉମେଶ ତ୍ରିପାଠୀ , ପ୍ରକାଶ ଜୈନ , ରମେଶ ଜୈନ , ଡିସ୍କୋ ଜୈନ , ଗୋପୀ ସାହୁ , ରାଜୀବ ଜୈନ , ଧିରଜ ଜୈନ , ଅଶୋକ ଜୈନ , ବୁଲୁ ଜୈନ , ବିନୋଦ ଜୈନ , ସଞ୍ଜୁ ଜୈନ , ରିଙ୍କୁ ଜୈନ ପ୍ରମୁଖଙ୍କ ସହ ୬୦ ରୁ ଉର୍ଦ୍ଧ୍ବ ସଦସ୍ୟ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026

You Might Also Like