-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||     

HOME   ଜିଲ୍ଲା

ଆର୍ଥିକ ଦୁର୍ବଳ ଗରିବ ମହିଳାଙ୍କୁ ମାଗଣା ବିୟୁଟି ସେଲୁନ୍ ତାଲିମ୍ ଦେବେ ସ୍ନିଗ୍ଧା ପାଢ଼ୀ

10-Mar-2022



ବଲାଙ୍ଗିର, ଟିଟିଲାଗଡ଼ ସହର ସ୍ଥିତ ରଘୁନାଥ ପଡ଼ାରେ କରିଥିବା ଗ୍ଲାମର ଷ୍ଟୁଡିଓ ଲେଡ଼ିଜ ସେଲୁନ ଓ ଏକାଡେମୀର ମୁଖ୍ୟ କୁମାରୀ ସ୍ନିଗ୍ଧା ପାଢ଼ୀ ଆଗକୁ ଗରିବ, ମେଧାବୀ ତଥା ଆର୍ଥିକ ଅନାଗ୍ରସର ପରିବାରର ମହିଳା ମାନଙ୍କୁ ବିନା ଅର୍ଥରେ ମାଗଣାରେ ତାଲିମ ଦେବାକୁ ନିଷ୍ପତି ନେଇଛନ୍ତି । ତାଙ୍କର ଏହି ନିଷ୍ପତିକୁ ସ୍ନିଗ୍ଧା ଗତକାଲି  ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିବା ପରେ ଅନେକ ବ୍ୟକ୍ତି ତାଙ୍କ ଏହି ମହତ୍ କାର୍ଯ୍ୟକୁ ବେଶ୍ ପ୍ରଶଂସା କରିଛନ୍ତି । ସ୍ନିଗ୍ଧାଙ୍କ କହିବା କଥା ଯେ, ଯେତେବେଳେ ସେ ପ୍ରଥମ ଥର ପାଇଁ ସୌନ୍ଦ୍ରୟ୍ୟା ସଲୋନ ସେଣ୍ଟର ଖୋଲିଥିଲେ ସେହି ସମୟରେ ଅନେକ ପ୍ରତିଭାବାନ ଛାତ୍ରୀ ମାନେ ଆର୍ଥିକ ଅଭାବ ଯୋଗୁଁ ଅଧବାଟରେ ନିଜ ଶିକ୍ଷା ଛାଡି ଦେଇଥିଲେ । ଆଜିର ସମାଜରେ ଲୋକେ ମଡେଲିଙ୍ଗ ଆଡକୁ ଢଳୁଥିବା ବେଳେ ଲୋକେ ଚାକଚକ୍ୟକୁ ବେଶ୍ ପ୍ରାଧାନ୍ୟ ଦେବାରେ ଲାଗିଛନ୍ତି । ବର୍ତ୍ତମାନ ବ୍ୟୁଟି ସେଲୁନ ଏକାଡେମୀ ରୋଜଗାରର ଏକ ମାଧ୍ୟମ ମଧ୍ୟ ପାଲଟି ଯାଇଛି । ଏଣୁ ସ୍ନିଗ୍ଧା ପାଢ଼ୀ ଗରିବ ଓ ମେଧାବୀ ମାନଙ୍କୁ ମାଗଣାରେ ଶିକ୍ଷାଦାନ ଦେବା ସହ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗର ହାତ ବଢ଼େଇବେ ବୋଳି ଦୃଢ଼ ନିଷ୍ପତ୍ତି ନେଇଛନ୍ତି । ଯେଉଁମାନେ ଏହି ଶିକ୍ଷାକୁ ନେଇ ଏକ ଉଜ୍ଜଳମୟ ଭବିଷ୍ୟତ ଗଠନ କରିବାକୁ ଯୋଜନା ରଖିଛନ୍ତି ବା ଜୀବନଜୀବିକା ପାଇଁ ରୋଜଗାରର ପନ୍ଥା ଭାବରେ ବାଛିନେବେ ସେମାନଙ୍କୁ ସମସ୍ତ ପ୍ରକାର ବୈଷୟିକ ଶିକ୍ଷା, ଆବଶ୍ୟକୀୟ ସାହାଯ୍ୟ ସହଯୋଗ ଯୋଗାଇ ଦେବା ପାଇଁ ସେ ଆଗେଇ ଆସିଛନ୍ତି । ମହିଳା ମାନେ ଏନେଇ ତାଙ୍କୁ ତାଙ୍କ ରଘୁନାଥ ପଡା ସ୍ଥିତ କାର୍ଯ୍ୟାଳୟରେ ଯୋଗାଯୋଗ କରିବାକୁ ସେ ବିନତି କରିଛନ୍ତି । ଦୀର୍ଘ ବର୍ଷ ଧରି ବ୍ୟୁଟି ଇଣ୍ଡଷ୍ଟ୍ରିରେ କାମ କରୁଥିବା ସ୍ନିଗ୍ଧା ପାଢ଼ୀ, ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ନିଜ କାମକୁ ନେଇ ସମ୍ମାନିତ ହେବା ସହ ଅନେକ ସଫଳତା ଲାଭ କରିଛନ୍ତି । ତେବେ ସେ

ଗରିବ ତଥା ଆର୍ଥିକ ଅନଗ୍ରସର ମହିଳା ମାନଙ୍କ ପାଇଁ କିଛି କରିବାର ନିଶା ନେଇ ଏବେ ପଦାକୁ ଗୋଡ଼ କାଢ଼ିଛନ୍ତି ।କେବଳ ଏତିକି ନୁହେଁ ସେ ତାଙ୍କର ରୋଜଗାରରୁ ୨୦ ପ୍ରତିଶତ ମଧ୍ୟ ଗରିବ ମେଧାବୀ ଛାତ୍ରୀ ମାନଙ୍କ ପାଇଁ ବିନିଯୋଗ କରିବେ ବୋଲି ସୂଚନା ଦେଇଛନ୍ତି । ତାଙ୍କର ଏହି ସେବା ମନୋଭାବକୁ ନେଇ ଏବେ ସେ ବେଶ୍ ପ୍ରଶଂସାର ପାତ୍ର ସାଜିଛନ୍ତି । ସେ ଗ୍ରାଜୁଏଟ ହେବାପରେ ସୁଇଜରଲ୍ୟାଣ୍ଡର ୟେକ ୟୁନିଭର୍ସିଟୀର ପୁନେ ସ୍ଥିତ ଏଲଟୀୟେ ଏକାଡେମୀରେ ସିଦେଷ୍କୋ ଡିପ୍ଲୋମା କୋର୍ସ କରିଥିଲେ । ଉଭୟ ଅନଲାଇନ ଏବଂ ଅଫଲାଇନ ଟ୍ରେନିଙ୍ଗରେ ରାଜ୍ୟ ଏବଂ ଦେଶର ଅନେକ ସ୍ଥାନରୁ ଛାତ୍ର ଛାତ୍ରୀ ପ୍ରଶିକ୍ଷଣ ନେଇ ଆତ୍ମ ନିର୍ଭରଶୀଳ ହୋଇପାରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026

You Might Also Like