-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||     

HOME   ଜିଲ୍ଲା

ମମିତା ମେହେର ହତ୍ୟାକାଣ୍ଡ ର ମୁଖ୍ୟ ଅଭିଯୁକ୍ତ ମାନେ :କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହେଲେ ଗୋବିନ୍ଦ ସାହୁ ଓ ରାଧେ

10-Mar-2022



ବଲାଙ୍ଗୀର ,ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା , କଣ୍ଟାବାଞ୍ଜି ଏଡିଜେ କୋର୍ଟ ରେ ହାଜର ହେଲା ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେ ଶ୍ୟାମ ଚଣ୍ଡୀ ।

ବହୁଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗତକାଲି କଣ୍ଟାବାଞ୍ଜି କୋର୍ଟରେ ହାଜର କରାଯାଇଛି । ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରୁ ଚାର୍ଟସିଟ ଦାଖଲ ହେବାପରେ ମାମଲାର ବିଚାର କଣ୍ଟାବାଞ୍ଜି ଏଡ଼ିଜେ କୋର୍ଟକୁ ସ୍ଥାନାନ୍ତରୀତ ହୋଇଛି।  ବୁଧବାର ଠାରୁ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଟ୍ରାଏଲ  ପ୍ରକ୍ରିୟା ଆରମ୍ଭ ହୋଇଛି । ଗୋବିନ୍ଦ ସାହୁଙ୍କ ଓକିଲ ଭାବେ  ଭବାନୀପାଟଣାର ବରିଷ୍ଠ ଆଇନଜୀବୀ ଦୁର୍ଗା ପାଢ଼ୀ ଲଢ଼ୁଥିବା ବେଳେ ପରବର୍ତ୍ତୀ ଶୁଣାଣି ଚଳିତ ମାସ ୨୧ତାରିଖରେ ହେବ ବୋଲି ସୂଚନା ଦେଇଛନ୍ତି । ଅନ୍ୟ ପକ୍ଷରେ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମଙ୍କୁ ହାଜର କରାଯାଇଥିବାବେଳେ ନିଜ ଓକିଲ ମଧ୍ୟ ବଦଳାଇଛନ୍ତି ।ଏହି ଵିସୟ ଟି ବଲାଙ୍ଗୀର ଜିଲ୍ଲାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।ବଲାଙ୍ଗୀର ଜିଲ୍ଲାରୁ ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026

You Might Also Like