-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜରେ ପଶ୍ଚିମ ଓଡ଼ିଶାସ୍ତରୀୟ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦଘାଟିତ

10-Mar-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଆଜିଠାରୁ ୪ଦିନ ବ୍ୟାପି ପଶ୍ଚିମ ଓଡ଼ିଶା ଜୋନାଲ ସ୍ତରୀୟ ଯୁବ ରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି ।ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଦୀପ ପ୍ରଜ୍ବଳନ କରି ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ପ୍ରାରମ୍ଭରେ ରେଡକ୍ରସ ପ୍ରୋଗ୍ରାମ ଅଧିକାରୀ ବିଶ୍ୱନାଥ ମିଶ୍ର ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ ସଭାପତିତ୍ବ କରିଥିଲେ । ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରିଦାଶ ରେଡକ୍ରସ ପ୍ରଶିକ୍ଷଣ ଶିବିର ର ମହତ୍ତ୍ୱ

ଉପରେ ଭାଗନେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି ଏହାର ଉପକାରିତା ଉପରେ କହିଥିଲେ ।ଅନ୍ୟ ତମ ସମ୍ମାନିତ ଅତିଥି ବିନିକା ବିଡିଓ ବ୍ୟାସଦେବ ବେହେରା,ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ଜିଲ୍ଲା ରେଡକ୍ରସ କୋଡିନେଟର ଉମାକାନ୍ତ ନାଗ ଯୋଗଦେଇ ଥିଲେ ।ଶେଷରେ ଇତିହାସ ବିଭାଗ ମୁଖ୍ୟ ଗୋପାଳ କୃଷ୍ଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ପ୍ରଶିକ୍ଷଣ ଶିବିର ରେ ପଶ୍ଚିମ ଓଡ଼ିଶା ର ପ୍ରାୟ ୩୪ରୁ ଅଧିକ କଲେଜର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଛନ୍ତି । କାର୍ଯ୍ୟକ୍ରମ ପରିଚାଳନାରେ କଲେଜର ସମସ୍ତ ଷ୍ଟାଫ ଓ ଅଧ୍ୟୟନ ରତ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026

You Might Also Like