-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
16-Nov-2020
ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ): ସମ୍ବଲପୁର ପ୍ରେସ କ୍ଲବ ପକ୍ଷରୁ ଆଜି ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଇଆଇଏମ ସମ୍ବଲପୁରର ଡ଼ାଇରେକ୍ଟର ଡ଼.ମହାଦେବ ପ୍ରସାଦ ଜୟସ୍ୱାଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ପ୍ରେସ କ୍ଳବର ସଭାପତି ତ୍ରିବିକ୍ରମ ପ୍ରଧାନଙ୍କ ସଭାପତିତ୍ୱରେ ସାଧାରଣ ସମ୍ପାଦକ ଭବାନୀ ଭୋଇ ଏବଂ ଏହାର କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।