-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||     

HOME   ରାଜନୀତି

ପୌର ନିର୍ବାଚନ ସଂପର୍କିତ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ ରାଜନୈତିକ ଦଳମାନଙ୍କ ସହ ବଲାଙ୍ଗୀର ଜିଲ୍ଲାପାଳ ଙ୍କ ବୈଠକ

10-Mar-2022



ବଲାଙ୍ଗିର //ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ବଲାଙ୍ଗିର ଜିଲ୍ଲାରେ ପୌର ନିର୍ବାଚନ ସଂପର୍କିତ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ ରାଜନୈତିକ ଦଳମାନଙ୍କ ସହ ଜିଲ୍ଲାପାଳ ଚଂଚଳ ରାଣାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା  । ଏହି ବୈଠକରେ ପୌର ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ଏବଂ ନିର୍ବାଚନ ସଂପର୍କିତ ଆଦର୍ଶ ଆଚରଣ ବିଧିର ସଠିକ୍‌ ଅନୁପାଳନ ଉପରେ ସମସ୍ତ ରାଜନୈତିକ ଦଳ ତଥା ପ୍ରାର୍ଥୀମାନେ ଉପଯୁକ୍ତ ଧ୍ୟାନ ଦେବାକୁ ଜିଲ୍ଲାପାଳ ଶ୍ରୀ ରାଣା ପରାମର୍ଶ ଦେଇଥିଲେ । ପ୍ରଚାର ତଥା ଶୋଭାଯାତ୍ରା ସମୟରେ ହସପିଟାଲ କିମ୍ବା ସ୍ୱାସ୍ଥ୍ୟକେନ୍ଦ୍ର, ପାଠପଢ଼ା କିମ୍ବା ପରୀକ୍ଷା ସମୟରେ ବିଦ୍ୟାଳୟ ଗୁଡ଼ିକରେ ଯେପରି ବ୍ୟାଘାତ ନହୁଏ ସେଥିପ୍ରତି ରାଜନୈତିକ ଦଳମାନେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ ।

ସାଧାରଣ ପର୍ୟ୍ୟବେକ୍ଷକ ଶ୍ରୀ ଗଂଗାଧର ନାୟକ ପୌର ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ଦିଗରେ ସମସ୍ତ ରାଜନୈତିକ ଦଳ ଗୁଡ଼ିକ ସହଯୋଗ କରିବା ସହ ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରଦତ୍ତ ଆଦର୍ଶ ଆଚରଣ ବିଧିର ସଠିକ୍‌ ଅନୁପାଳନ ଉପରେ ଗୁରୁତ୍ୱାରୋପ କରିଥିଲେ । ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର ଆଦର୍ଶ ଆଚରଣ ବିଧିକୁ ପାଳନ କରିବା ତଥା ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବା ଦିଗରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ପିଡ଼ି (ପ୍ରଶାସନ) ଡ.ଗୁଣନିଧି ନାୟକ ବଲାଙ୍ଗିର ଜିଲ୍ଲାରେ ପୌର ନିର୍ବାଚନ ସଂପର୍କିତ ସମସ୍ତ ତଥ୍ୟ ଉପସ୍ଥାପନ କରିବା ସହ ପୌର ନିର୍ବାଚନ ସଂପର୍କିତ ଆଦର୍ଶ ଆଚରଣ ବିଧିର ସମସ୍ତ ଦିଗ ଉପରେ ଉପସ୍ଥିତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ଅବଗତ କରିଥିଲେ । ସଭା ଓ ଶୋଭାଯାତ୍ରା, ପ୍ରଚାର ଭୋଟଗ୍ରହଣ ଦିନ ଭୋଟ ଗ୍ରହଣ କେନ୍ଦ୍ର ପାଇଁ ରହିଥିବା ନିୟମାବଳୀ, ଲାଉଡ଼୍‌ ସ୍ପିକର୍‌ର ବ୍ୟବହାର ପାଇଁ ଥିବା ନିୟମାବଳୀ, ଯାନବାହାନ ବ୍ୟବହାର, ନିର୍ବାଚନ ଖର୍ଚ୍ଚ ଆଦି ସଂପର୍କରେ ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀ ସଂପର୍କରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ବୈଠକରେ ଅବଗତ କରାଇଥିଲେ ।

ଏହି ବୈଠକରେ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ନିଯୁକ୍ତ ସାଧାରଣ ପର୍ୟ୍ୟବେକ୍ଷକ ଗଂଗାଧର ନାୟକ, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ପିଡ଼ି ଡିଆର୍‌ଡିଏ ସୁଶାନ୍ତ କୁମାର ସିଂ, ଜିଲ୍ଲା ସହରାଂଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁଦର୍ଶନ ସାଏ, ଟିଟିଲାଗଡ଼ ଉପଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ, ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ, ପାଟଣାଗଡ଼ ଉପଜିଲ୍ଲାପାଳ ଡ.ବିଜୟାନନ୍ଦ ସେଠୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲୀପ କୁମାର ପଟେଲ, ସମସ୍ତ ନିର୍ବାଚନ ଅଧିକାରୀ, ପୌର ପରିଷଦ ଓ ଏନ୍‌ଏସି.ର ନିର୍ବାହୀ ଅଧିକାରୀଙ୍କ ସମେତ ଭାରତୀୟ ଜାତୀୟ କଂଗ୍ରେସ, ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି, ଆମ୍‌ ଆଦମୀ ପାର୍ଟି, ବହୁଜନ ସମାଜ ପାର୍ଟି ଓ ଭିଲେଜର୍ସ ଇଣ୍ଡିଆ ପାର୍ଟି ପ୍ରମୁଖ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026

You Might Also Like