-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||     

HOME   ଜିଲ୍ଲା

ଯୁବ ସରପଞ୍ଚ ସୁବାଷ ଝଗରା ଙ୍କ ଦାୟିତ୍ଵ ଗ୍ରହଣ

10-Mar-2022



ପଦ୍ମପୁର:-ଆମ ରାଜ୍ୟ ରେ ଅନୁଷ୍ଠିତ ହୋଇଥିବା ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ବରଗଡ ଜିଲ୍ଲା ପାଇକମାଳ ବ୍ଳକ ଅନ୍ତର୍ଗତ ଲଖମରା ଗ୍ରାମପଞ୍ଚାୟତ ରେ ବିଜୟୀ ସରପଞ୍ଚ ଶ୍ରୀ ସୁବାଷ ଝଗରା ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି ।ଏହି ପଞ୍ଚାୟତରେ କାର୍ଯ୍ୟ ତୁଲାଇ ଆସୁଥିବା ପୂର୍ବତନ ସରପଞ୍ଚ ଶ୍ରୀମାନ ଭିଷ୍ମଦେବ ଡନସନା ଙ୍କ ଠାରୁ ନବ ନିର୍ବାଚିତ ଯୁବ ସରପଞ୍ଚ ଶ୍ରୀ ଝଗରା ଦାୟିତ୍ଵ ନେବାକୁ ଆସିବା ସମୟରେ ଲଖମରା ଗ୍ରାମପଞ୍ଚାୟତ ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମେତ ଶତାଧିକ ମା ମାଉସୀ ତାଙ୍କୁ ଆଶ୍ରିର୍ବାଦ ଦେବାର ପରିଲକ୍ଷିତ ହୋଇଥିଲା ।ନବ ନିର୍ବାଚିତ ଯୁବ ସରପଞ୍ଚ ଶ୍ରୀ ସୁବାଷ ଝଗରା ଙ୍କୁ ଆମ ପ୍ରତିନିଧି ଭେଟି ତାଙ୍କ କର୍ତ୍ତବ୍ୟ ବିଷୟରେ ପଚାରିବାରୁ

ସେ କହିଲେ ମୁଁ ସବୁବେଳେ ମୋ ଗ୍ରାମପଞ୍ଚାୟତ ର ଲୋକଙ୍କ ଅସୁବିଧା କୁ ପ୍ରାଧାନ୍ୟ ଦେଇ, ତାଙ୍କ ସମସ୍ୟା କିଭଳି ଭାବେ ସମାଧାନ ହୋଇ ପାରିବ ସେଥିପାଇଁ ଚେଷ୍ଟା କରିବି। ଦ୍ୱିତୀୟତଃ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପାନୀୟ ଜଳ ର ବ୍ୟବସ୍ଥା ସମେତ ଲଖମରା ଗ୍ରାମପଞ୍ଚାୟତ କୁ ଆଦର୍ଶ ପଞ୍ଚାୟତ ଭାବେ ଗଢିତୋଳିବା ହେବ ମୋର ପାଞ୍ଚ ବର୍ଷ ର ଲକ୍ଷ୍ୟ । ଦାୟିତ୍ଵ ଗ୍ରହଣ ଅବସରରେ ଲଖମରା ଗ୍ରାମପଞ୍ଚାୟତ ର ନିର୍ବାହୀ ଅଧିକାରୀ ଶ୍ରୀମାନ ବିବେକାନନ୍ଦ ବହିଦାର ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026

You Might Also Like