-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||     

HOME   ରାଜନୀତି

ବିନିକା ଏନଏସି:୪କଟିଲେ,୩୪ରହିଲେ/ ବିଜେପି,ବିଏସପି ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ ପରେ ବିଜେଡ଼ିର ୨ପ୍ରାର୍ଥୀନୀ ନିର୍ଦ୍ଵନ୍ଦରେ ନିର୍ବାଚିତ

10-Mar-2022



ବିନିକା(ହିମାଂଶୁ ଶେଖର ପୁଟେଲ) ପୌର ପରିଷଦ ନିର୍ବାଚନ ପାଇଁ ବୁଧବାର ଥିଲା ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ।ବିନିକା ଏନଏସି ଅଧ୍ୟକ୍ଷ ଆସନ ସମେତ ୧୨ଗୋଟି ୱାର୍ଡରେ କାଉନସିଲର ପଦରେ ପ୍ରତିଦ୍ବନ୍ଦିତା କରିବା ପାଇଁ ସର୍ବମୋଟ ୩୮ଜଣ ନାମାଙ୍କନ ଦାଖଲ କରିଥିଲେ । ଏଥିରୁ ୪ଜଣଙ୍କ ପ୍ରାର୍ଥୀପତ୍ର ନାକଚ ହେବାପରେ ବର୍ତ୍ତମାନ ୩୪ଜଣଙ୍କ କାଏମ ରହିଛି । ମିଳିଥିବା ସୂଚନା ଅନୁସାରେ ଆଜି ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବେଳେ ୧ନଂ ୱାର୍ଡରେ ନାମାଙ୍କନ ଦାଖଲ କରିଥିବା ବିଜେପି ପ୍ରାର୍ଥୀନି ମମତା ସେଠୀ,ବିଏସପି ପ୍ରାର୍ଥୀନୀ ରାଧାରାଣୀ ବାଘଙ୍କ ପ୍ରାର୍ଥୀପତ୍ର ନାକଚ ହେବାପରେ ବିଜେଡ଼ି ପ୍ରାର୍ଥୀନୀ କଳ୍ପନା ଦୀପ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ।ସେହିପରି ୩ନଂ ୱାର୍ଡରେ ବିଜେପି ପ୍ରାର୍ଥୀନୀ ସସ୍ମିତା ବିଶ୍ଵାଳଙ୍କ ପ୍ରାର୍ଥୀପତ୍ର ନାକଚ ହେବାପରେ ବିଜେଡ଼ି ପ୍ରାର୍ଥୀନୀ କୁନି ଚିର୍ଗୁନ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି ।ଅନ୍ୟ ପକ୍ଷରେ ୧୨ନଂ ୱାର୍ଡର କଂଗ୍ରେସ ପ୍ରାର୍ଥୀ ସୁଦାମ ଭୋଇଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଥିବା ବେଳେ ସେଠାରେ ବିଜେପି ବନାମ ବିଜେଡ଼ି ମଧ୍ୟରେ ଲଢେ଼ଇ ହେବ ବୋଲି ଜଣାପଡିଛି ।ସେହିପରି ବାକି ସମସ୍ତ ୱାର୍ଡର ପ୍ରାର୍ଥୀ/ପ୍ରାର୍ଥୀନୀଙ୍କ ନାମାଙ୍କନ ଠିକ ରହିଥିବା ବେଳେ ଅଧ୍ୟକ୍ଷ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା ବିଜେଡ଼ି,ବିଜେପି,କଂଗ୍ରେସ ଓ ୨ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ ରହିଥିବା ନିର୍ବାଚନ ଦାୟିତ୍ୱରେ ଥିବା ଅଧିକାରୀ ଉମାକାନ୍ତ ସିଂ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026

You Might Also Like