-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ପକ୍ଷରୁ କଲର ବେଲ୍ଟ ପ୍ରମୋସନ ଟେଷ୍ଟ

10-Mar-2022



ସୁବର୍ଣ୍ଣପୁର //  ସୁବର୍ଣ୍ଣପୁର ଜିଲ୍ଲା ସାଂସ୍କୃତି ଭବନ ପରିସରରେ ସୁବର୍ଣ୍ଣପୁର ଜିଲ୍ଲା ତାଇକୋଣ୍ଡୋ ସଂଘ ପକ୍ଷରୁ ୧୪ ତମ କଲର ବେଲ୍ଟ ପ୍ରମୋସନ ଟେଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା ତାଇକୋଣ୍ଡୋ ସଂଘର ସାଧାରଣ ସମ୍ପାଦକ ମନମୋହନ ଭଞ୍ଜଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଥିଲା l

ଏଥିରେ ସୋନପୁର,ବିନିକା ଏବଂ ବୀରମହାରାଜପୁର ବ୍ଲଜର ମୋଟ ୫୦ ଜଣ କ୍ରୀଡାବିତ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ କୋଷାଧ୍ୟକ୍ଷ ଶୁଭମ ପଟ୍ଟନାୟକ, ପ୍ରଶିକ୍ଷକ ମୁକେଶ କୁମାର ପଣ୍ଡା, ଅନ୍ବେଷ ହୋତା, ଆର୍ଯ୍ୟାନ ପୁରୋହିତ , ସୁରଜ ପଟ୍ଟନାୟକ, ମହେନ୍ଦ୍ର ରଣା, ପ୍ରଶୁନ କୁମାର ମେହେର ଏବଂ ଆକାଶ ମେହେର ପ୍ରମୁଖ ପରିଚାଳନା କରିଥିଲେ ।  ଜିଲ୍ଲା ତାଇକୋଣ୍ଡୋ ସଂଘ ସଭାପତି ରବୀନ୍ଦ୍ର ହୋତାଂକ  ଅଧ୍ଯକ୍ଷତାରେ ଅନୁଷ୍ଟିତ ଉଦଯାପନି ଉତ୍ସବରେ ବରିଷ୍ଠ ସାମ୍ବାଦିକ ଯୁଗଳ କିଶୋର ମିଶ୍ର, ଶେଷଦେବ ବାରିକ, ଭାର୍ଜନ କୁମାର ପ୍ରଧାନ ଏବଂ ଶିକ୍ଷକ ରଞ୍ଜୁ ଅମାତ ପ୍ରମୁଖ ଅତିଥି ଭାବରେ ଯୋଗଦେଇ  କୃତି କ୍ରୀଡାବିତଙ୍କୁ ବେଲ୍ଟ ଏବଂ ସାର୍ଟିଫିକେଟ ପ୍ରଦାନ କରିଥିଲେ । ଶେଷରେ ଅନୁଷ୍ଟାନର ସଂପାଦକ ଏହେସାସ ହୋତା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026

You Might Also Like