-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||     

HOME   ରାଜନୀତି

ଝାରବନ୍ଧ ଗ୍ରାମପଞ୍ଚାୟତ ର ଦାୟିତ୍ଵ ନେଲେ ନବନିର୍ବାଚିତ ସରପଞ୍ଚ ଶ୍ରୀମାନ ଚନାବୁଟୁ ବଞ୍ଜାରା

10-Mar-2022



ପଦ୍ମପୁର:-ଜଣେ ଦକ୍ଷ ପୋଲିସ କର୍ମଚାରୀ ଭାବେ ବରଗଡ ଜିଲ୍ଲା ତଥା ପଦ୍ମପୁର ସହରରେ ସୁନାମ ଅର୍ଜନ କରିଥିବା ବଞ୍ଜାରା ବାବୁ ଙ୍କୁ କିଏବା ନଜାଣେ । ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଝାରବନ୍ଧ ଗ୍ରାମପଞ୍ଚାୟତ ରୁ ସେ ସରପଞ୍ଚ ପ୍ରାର୍ଥୀ ଭାବେ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଙ୍କୁ ପରାଜୟ କରି ଶେଷ ରେ ସରପଞ୍ଚ ଭାବେ ନିର୍ବାଚିତ ହେଲେ ।ଆଜି ଶ୍ରୀମାନ ବଞ୍ଜାରା ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀମାନ ବଞ୍ଜାରା ବାବୁ ଙ୍କ ଜନ୍ମସ୍ଥାନ ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁର୍ଲା ଗ୍ରାମରେ ।ସେ ପାଠପଢ଼ା ସମୟ ରୁ ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ବ୍ରତ ରଖି ଆଗେଇ ଯାଇଥିଲେ ପୋଲିସ ବିଭାଗ କୁ । ତାଙ୍କ ଚାକିରି ଜୀବନ କାଳରେ ଅନେକ ଲୋକ ଙ୍କୁ ବିନା ସ୍ୱାର୍ଥ ରେ ସାହାଯ୍ୟ କରିଛନ୍ତି । ଅନେକ ଅସାମାଜିକ ଯୁବକଙ୍କୁ ନିତି ଶିକ୍ଷା ପ୍ରଦାନ କରି ଖରାପ ରାସ୍ତା ରୁ ବାଟକୁ ଆଣିପାରିପାରିଛନ୍ତି ।ଅବସର ପରେ ଲୋକଙ୍କ ସେବାରେ ସଦାସର୍ବଦା ରହିଆସୁଥିବା ଶ୍ରୀମାନ ବଞ୍ଜାରା ଅନେକ ସ୍ୱପ,ଆଶା ଓ ଆକାଂକ୍ଷା କୁ ନେଇ ଝାରବନ୍ଧ ଗ୍ରାମପଞ୍ଚାୟତ କୁ ଆଦର୍ଶ ଗ୍ରାମପଞ୍ଚାୟତ ଭାବେ ପରିଣତ କରିବା ଲକ୍ଷ୍ୟ ରେ ଜନସାଧାରଣ ସାହାଯ୍ୟ ସହାନୁଭୂତି ମୋର ଆବଶ୍ୟକତା ରହିଛି ବୋଲି ଶ୍ରୀମାନ ବଞ୍ଜାରା ତାଙ୍କ ପ୍ରତିକ୍ରିୟାରେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026

You Might Also Like