-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଜିଲା ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ ସରକାର ସାମ୍ବାଦିକମାନଙ୍କୁ ଆର୍ଥିକ ସୁରକ୍ଷାର ଘୋଷଣା କରନ୍ତୁ 

16-Nov-2020



ବଲାଙ୍ଗିର -କରୋନା ମହାମାରୀ ଯୋଗୁଁ ଆର୍ଥିକ ଅସୁରକ୍ଷା ଦେଖାଦେଇଛି । ବିଭିନ୍ନ ବର୍ଗର ଲୋକେ ଆର୍ଥିକ ଅନଟନରେ ରହୁଛନ୍ତି । ଆଗଧାଡିର କରୋନା ଯୋଦ୍ଧା ଭାବେ ସାମ୍ବାଦିକ କାର୍ଯ୍ୟ କରୁଥିଲେ ମଧ୍ୟ ଏହି ସମୟରେ ସବୁଠୁ ବେଶି ଆର୍ଥିକ ଜରୁରୀକାଳୀନ ପରିସ୍ଥିତିର ସମ୍ମୁଖୀନ ହୋଇଛି । ଏଭଳି ସମୟରେ ରାଜ୍ୟ ସରକାର ବା କୌଣସି ବେସରକାରୀ ସଙ୍ଗଠନ ଗଣମାଧ୍ୟମମାନଙ୍କ ପ୍ରତିନିଧିମାନଙ୍କ ପ୍ରତି ସମ୍ବେଦନଶୀଳ ଦେଖାଇ ନାହାନ୍ତି । ତଥାପି ସାମ୍ବାଦିକମାନେ ଦିନରାତି କରୋନା ମହାମାରୀକୁ ଭୃକ୍ଷେପ ନକରି ନିଜର କର୍ତ୍ତବ୍ୟ ସମ୍ପାଦନ କରିଆସୁଛନ୍ତି । ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ସାମ୍ବାଦିକମାନଙ୍କ ଆର୍ଥିକ ସୁରକ୍ଷା ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ଜାତୀୟ ପ୍ରେସ ଦିବସରେ ମତପ୍ରକାଶ ପାଇଛି । 
  ବଲାଙ୍ଗିର ଜିଲା ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସଂଘର ସମ୍ମିଳନୀ କକ୍ଷ ଠାରେ ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସାଂପ୍ରତିକ କରୋନା ପରିସ୍ଥିତିରେ ସାମାଜିକତା ଦୂରତା ରକ୍ଷା କରି ଜାତୀୟ ପ୍ରେସ ଦିବସକୁ ନିଡାମ୍ବର ଭାବେ ପାଳନ କରାଯାଇଛି । ସଂଘର ସାଧାରଣ ସମ୍ପାଦକ ବଳରାମ ମିଶ୍ରଙ୍କ ସ୍ୱାଗତ ଭାଷଣ ଦେଇଥିଲେ । ସଂଘର ପ୍ରତିଷ୍ଠାତା ସଦସ୍ୟ ତଥା ବରିଷ୍ଠ ଉପଦେଷ୍ଟା ସତ୍ୟ ନାରାୟଣ ବେହେରା, ଗୋପବନ୍ଧୁ ଶତପଥୀ, ନବୀନ କୁମାର ପଶାୟତ, ସମ୍ପାଦକ ରଂଜିତ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ । ବରିଷ୍ଠ ସାମ୍ବାଦିକ ଶ୍ରୀ ବେହେରା , ଗୋପବନ୍ଧୁ ଶତପଥୀ,ସୁଧିର କୁମାର ମିଶ୍ର, ବିରେନ୍ଦ୍ର କୁମାର ଝାଙ୍କର, କୁନା ବାଗ, ବିଭୁ କଲ୍ୟାଣ ଗଡତ୍ୟା, ପ୍ରଶାନ୍ତ ମହାକୁର ପ୍ରମୁଖ ଜାତୀୟ ସାମ୍ବାଦିକତା ଦିବସ ଅବସରରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । କୋଭିଡ ମହାମାରୀ ସମୟରେ ବଲାଙ୍ଗିର ଜିଲା ସାମ୍ବାଦିକ ସଂଘ, ସଂଘର ସମସ୍ତ ସଦସ୍ୟ, ସାମ୍ବାଦିକ ଓ ଖବର କାଗଜ ହକର ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରି ରାଜ୍ୟରେ ନୂଆ ଉଦାହରଣ ପ୍ରତିଷ୍ଠା କରିଥିବାରୁ ସମସ୍ତେ ସାଧୁବାଦ ଜଣାଇଥିଲେ 
  ସାମ୍ବାଦିକମାନେ ସମାଜକୁ ସୁଧାର ଆଣିବା ପାଇଁ ବିଭିନ୍ନ ଦିଗରେ କାର୍ଯ୍ୟ କରୁଛନ୍ତି । କିନ୍ତୁ ସାମ୍ବାଦିମାନଙ୍କ ପ୍ରତି ସରକାର ଉଚିତ୍ ଧ୍ୟାନ ଦେଉନଥିବାରୁ ବକ୍ତାମାନେ କ୍ଷୋଭ ପ୍ରକାଶ କରିଥିଲେ । ରାଜ୍ୟରେ କବି, ସାହିତ୍ୟିକ, ଚିତ୍ରକରମାନଙ୍କ ପାଇଁ ଏକାଡେମୀ ଗଠନ ହୋଇଥିବା ବେଳେ ସାମ୍ବାଦିକମାନଙ୍କ ପାଇଁ ପ୍ରେସ ଏକାଡେମୀ ଗଠନ କରିବାକୁ ବଲାଙ୍ଗିର ଜିଲା ସାମ୍ବାଦିକ ସଂଘ ପକ୍ଷରୁ ଦୃଢ ଦାବି ହୋଇଛି । ଏ ଦିଗରେ ସମସ୍ତ ସମ୍ବାଦପତ୍ରର ସମ୍ପାଦକ, ରାଜ୍ୟସ୍ତରୀୟ ସଂଘର କର୍ମକର୍ତ୍ତାମାନେ ରାଜ୍ୟ ସରକାରଙ୍କ ନିକଟରେ ପ୍ରେସ ଏକାଡେମୀ ଦାବି ଉପସ୍ଥାପନ ପାଇଁ ସଂଘ ଅନୁରୋଧ କରିଛି । କୋଭିଡ-୧୯ ସମୟରେ ପଶ୍ଚିମ ଓଡିଶାର ବରିଷ୍ଠ ବୟୋଜ୍ୟେଷ୍ଠ ସାମ୍ବାଦିକ ଭାଗବତ ପ୍ରସାଦ ନନ୍ଦ, ଅଭୟ କୁମାର ପାଢୀ, ତ୍ରିବିକ୍ରମ ତ୍ରିପାଠୀ ଓ ମହାମାରୀ କରୋନା ସମୟରେ କାର୍ଯ୍ୟରତ ସାମ୍ବାଦିକ ରାଜ୍ୟର ମୃତ୍ୟୁବରଣ କରିଥିବା ସାମ୍ବାଦିକ ବନ୍ଧୁମାନଙ୍କ ବିୟୋଗରେ ନିରବ ପ୍ରାର୍ଥନା କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ସଂଘର କୋଷାଧ୍ୟକ୍ଷ ସୁନୀଲ ମହାନ୍ତି, ସଙ୍ଗଠନ ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର, ସତ୍ୟ ସୁନ୍ଦର ଭଞ୍ଜ, ସଚ୍ଚିତ୍ତାନନ୍ଦ ବଗର୍ତ୍ତୀ, ମହେନ୍ଦ୍ର ପଧାନ, ସଂଜୟ ମିଶ୍ର, ଚିତ୍ତ ରଂଜନ ସାହୁ, ବିରେନ ନାଗ,ସମ୍ଭୁ ସାହୁ , ଅନ୍ତର୍ଯ୍ୟାମୀ ସାହୁ ଉପସ୍ଥିତ ଥିଲେ । ଶେଷରେ ସାମ୍ବାଦିକ ସଂଦୀପ କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ ।   


 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like