-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ରାଣୀଲକ୍ଷ୍ମୀବାଈ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଉଦଘାଟନ

10-Mar-2022



କଣ୍ଟାମାଳ (ଅକୃର ସାହୁ) : କଣ୍ଟାମାଳ ଗୋଷ୍ଠୀ ଶିକ୍ଷାଅଧିକାରୀଙ୍କ ଅଧିନରେଥିବା ସରକାରୀ  ଉଚ୍ଚ ବିଦ୍ୟାଳୟ,କଣ୍ଟାମାଳ, ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ,ଖଟଖଟିଆ ଓ ସରକାରୀ ଉଚ୍ଚ ବିଦ୍ୟାଳୟ,ପଲସାଗୋରାଠାରେ ରାଣୀଲକ୍ଷ୍ମୀବାଈ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଯଥାକ୍ରମେ ପ୍ରତ୍ୟେକ ବିଦ୍ୟାଳୟରେ ୧୦୦ଜଣଲେଖାଏଁ ଛାତ୍ରୀଙ୍କୁ ନେଇ ତିନୋଟି ବିଦ୍ୟାଳୟରେ ଉଦ୍ଘାଟିତ ହୋଇଯାଇଛି । ଉକ୍ତ ଉଦ୍ଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ଉଦୟନାଥ ମାଝି ମୁଖ୍ୟ ଅତିଥି ରୂପେ ଯୋଗଦାନ କରି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିବା ସହ ବକ୍ତବ୍ୟରେ ଛାତ୍ରୀମାନଙ୍କୁ ରାଣୀଲକ୍ଷ୍ମୀବାଈଙ୍କ ପରି ସାହସୀ,ରଣକୁଶଳୀ ହୋଇ ନିର୍ଭୀକ ଭାବରେ ଶତ୍ରୁକୁ ପରାଜୟ କରି ନିଜର ଆତ୍ମରକ୍ଷା କରିବା ଓ ରାଣୀଲକ୍ଷ୍ମୀବାଈଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ

ଆହ୍ଵାନ ଦେଇଥିଲେ । ଏହି ରାଣୀଲକ୍ଷ୍ମୀବାଈ ଆତ୍ମରକ୍ଷା କାର୍ଯ୍ୟକ୍ରମର ବିଭିନ୍ନ କୌଶଳ ଶିଖି ପାରିଲେହିଁ ସାଂପ୍ରତିକ ସମାଜରେ ଘଟୁଥିବା ନାରୀ ନିର୍ଯାତନା ଓ ଦୁଷ୍କର୍ମପରି ନିନ୍ଦନୀୟ ଘଟଣାକୁ ଆମେ ଏଡାଇ ଦେଇପାରିବା । ଏଥିସହ ବିପଦରେ ପଡିଥିବା ଅନ୍ୟ ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ପାଇଁ ମଧ୍ୟ ପ୍ରବର୍ତ୍ତାଇ ଥିଲେ ।  ଅନ୍ୟତମ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଘନଶ୍ୟାମ ମେହେର ଯୋଗଦାନ କରି ବିଦ୍ୟାଳୟରେ  ପ୍ରଶିକ୍ଷିତ ହେଉଥିବା ସମସ୍ତ ଛାତ୍ରୀ ଓ ଶିକ୍ଷିକା ମାନେ ଏହାକୁ ଦୈନଦିନ ଅଭ୍ୟାସଜାରିରଖି ନିଜକୁ ଦକ୍ଷ କରିବାପାଇଁ ପ୍ରେରଣା ଦେଇଥିବା ବେଳେ ସଭାପତି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଦୂର୍ଗା ଚରଣ ପ୍ରଧାନ ଓ

ଶ୍ରୀ ଫାଲଗୁନୀ ମାଝି ଯୋଗଦାନ କରି ବକ୍ତବ୍ୟ ମାଧ୍ୟମରେ ଛାତ୍ରୀ ମାନଙ୍କର ଆତ୍ମବଳ ବୃଦ୍ଧି କରାଇବା ସହ ଏଦିଗରେ ଦକ୍ଷ ହେବା ନିମନ୍ତେ ଉତ୍ସାହିତ କରିଥିଲେ । ସମଗ୍ର ଶିକ୍ଷା ତରଫରୁ ଜିଲ୍ଲା ବାଳିକା ଶିକ୍ଷା ସଂଯୋଜିକା ଶ୍ରୀମତୀ ରାଜଲକ୍ଷ୍ମୀ ପଣ୍ଡା ଏହି କାର୍ଯ୍ୟକ୍ରମଗୁଡିକ  ଆୟୋଜନ କରି କହିଥିଲେଯେ- ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୮ଦିନ ଧରି  ନିୟମିତ ଚାଲୁ ରହିବ ଏବଂ ପରବର୍ତ୍ତୀ ସମୟରେ ଅନ୍ୟ  ଉଚ୍ଚ ବିଦ୍ୟାଳୟଗୁଡିକରେ ମଧ୍ୟ  ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏଣୁ ଏହି ପ୍ରଶିକ୍ଷଣର ଉପଯୁକ୍ତ ଲାଭ ଉଠାଇବା ପାଇଁ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରତ୍ୟେକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଶିକ୍ଷିକାମାନେ ଜିଲ୍ଲାସ୍ତରରେ ପ୍ରଶିକ୍ଷଣନେଇ ଆତ୍ମରକ୍ଷା କୌଶଳ ପ୍ରଦର୍ଶନ ସହ ଛାତ୍ରୀ ମାନଙ୍କ ପ୍ରଶିକ୍ଷଣର ଶୁଭାରମ୍ଭ କରିଥିଲେ ।  


News Comment




Photo in News

Advertisment
Lastest News
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026

You Might Also Like