-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||     

HOME   ଜିଲ୍ଲା

ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ସହ ଗ୍ରାମାଞ୍ଚଳ ବାସୀ ଙ୍କ ସହ ସୁସମ୍ପର୍କ ରଖିବା ପାଇଁ ଜନ ସମ୍ପର୍କ ଶିବିର

10-Mar-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଭାଲିଆପାଣି  ପଞ୍ଚାୟତରେ ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ସହ ଗ୍ରାମାଞ୍ଚଳ ବାସୀ ଙ୍କ ସହ ସୁସମ୍ପର୍କ ରଖିବା ପାଇଁ ମାନବିକ ସିଭିକ୍ ଆକ୍ସନ୍ ଗୃହ ମନ୍ତ୍ରଣାଳୟର ଆର୍ଥିକ ସହାୟତା ଯୋଜନା

ଅଧୀନରେ ପରିଚାଳିତ ହୋଇ ୧୨୭ ବାଟାଲିୟନ ସିଆରପିଏଫ ତରଫରୁ ଏକ ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି l ପୁଲିସ ଇନ୍ସପେକ୍ଟର ଜେନେରାଲ୍ ଓଡିଶା ସେକ୍ଟରର ଏସ୍. କେ. ମହାନ୍ତି, ୧୨୭ ବାଟାଲିୟନ କମାଣ୍ଡାଣ୍ଟ ଆନନ୍ଦ ଝା ଙ୍କ ମାର୍ଗ ଦର୍ଶନ ଅନୁସାରେ ୧୨୭ ବାଟାଲିୟନର ଦ୍ଵିତୀୟ କମାଣ୍ଡ ଶ୍ରୀ ଆର.ଏଲ.ଫିମେଟ୍ ଓ ଶ୍ରୀ ମଉଲୀ ମୋହନ କୁମାର ଦ୍ୱିତୀୟ କମାଣ୍ଡ (ପରିଚାଳନା) ଏବଂ ସିଆରପିଏଫ୍ ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଉକ୍ତ ପଞ୍ଚାୟତର ୧୮୮ ପରିବାର ଙ୍କୁ ଏକ ରଙ୍ଗୀନ ଇଭେଣ୍ଟରେ ସୋଲାର ଲ୍ୟାମ୍ପ, ରେଡିଓ ସେଟ୍, ୱାଟର ଷ୍ଟୋରେଜ୍ ଟ୍ୟାଙ୍କ

ବଣ୍ଟନ କରାଯିବା ସହ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିରରେ ମଧ୍ୟ ଆୟୋଜନ କରାଯାଇଥିଲା, ଯେଉଁଥିରେ କି ପଞ୍ଚାୟତ ବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ମାଗଣା ଔଷଧ ଅଭାବୀ ଏବଂ ଗରିବ ଲୋକଙ୍କୁ ବଣ୍ଟନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ୧୨୭ ବାଟାଲିୟନର ବିଜୟ ପ୍ରସାଦ ଚୋବେ ,ଫାର୍ମାସିଷ୍ଟ ବି.କେ.ପଟ୍ଟନାୟକ ତଥା କମ୍ପାନୀ କମାଣ୍ଡର ବାଟାଲିୟନ,  ସରପଞ୍ଚ ଶ୍ରୀମତୀ ପ୍ରିୟଙ୍କା ପାତ୍ର   ଏବଂ ଅଞ୍ଚଳର ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଉପସ୍ଥିତ ଥିଲେ | ୧୨୭ ବାଟାଲିୟନର ଦ୍ୱିତୀୟ କମାଣ୍ଡ ଶ୍ରୀ ଆର୍ .ଏଲ୍ .ଫିମେଟ ନିଜ ବକ୍ତବ୍ୟ ରେ ଏହି ଅଞ୍ଚଳରେ ଶାନ୍ତି ଏବଂ ନିରାପତ୍ତା ବଜାୟ ରଖିବା ତଥା ମାଓବାଦୀଙ୍କ ନିଷ୍ଠୁର କର୍ଯ୍ୟକୁ ରୋକିବା ପାଇଁ କନ୍ଧମାଳ ଜିଲ୍ଲାରେ ନିୟୋଜିତ ସିଆରପିଏଫ କମ୍ପାନୀ ପ୍ରତିବଦ୍ଧତାକୁ ଦୋହରାଇବା ସହ    ସମଗ୍ର କନ୍ଧମାଳ ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଏଭଳି କାର୍ଯ୍ୟକ୍ରମ  ଆଗାମୀ ଦିନରେ ଆୟୋଜନ କରାଯିବ ବୋଲି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026

You Might Also Like