-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ବିଲ ଅସୁଲି ନାଁ ରେ ଟାଟା ପାୱାର କମ୍ପାନୀ ର ଚାଷୀ ଙ୍କ ପ୍ରତି ଜୁଲୁମ ଅଭିଯୋଗ

10-Mar-2022



  ସୁବର୍ଣ୍ଣପୁର ,, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଭଜବଳପୁର, ଲଙ୍କାବାହାଲ, ପତ୍ରାପାଲି, ହିକୁଡି ଓ ଅନେକ ବ୍ୟକ୍ତିଗତ ଡିପ ବୋର ୱେଲ  ପୋଏଣ୍ଟ ରୁ ଚାଷ କରିଥିବା ଚାଷୀ ମାନଙ୍କ ଠାରୁ ଟାଟା ପାୱାର କମ୍ପାନୀ ତରଫରୁ ଜୋର ଜବରଦସ୍ତ ବେଆଇନ ଭାବରେ ଲକ୍ଷ ଲକ୍ଷ ଟଙ୍କା ବିଦ୍ୟୁତ ବିଲ ଆଦାୟ କରାଯାଉଥିବା ଅଭିଯୋଗ ହେଉଛି l ବକେୟା ଏରିୟର ଆଳରେ ଟାଟା  ପାୱାର କମ୍ପାନୀ ର ବୀରମହାରାଜପୁର ଓ ସୁବଳୟା ସେକ୍ସନ ଅଧିକାରୀ ମାନେ ଉଲୁଣ୍ଡା ଏସଡିଓ ଶ୍ରୀ ରାଓ ଙ୍କ ସହ ମିଶି ଉକ୍ତ କମ୍ପାନୀ ର କୈଳାଶ ମହଲା ନାମକ ଜୈନେକ ଗୁଣ୍ଡା ମାଧ୍ୟମରେ ଚାଷୀ ମାନଙ୍କୁ ଧମକ ଦେଇ ବେଆଇନ ଭାବରେ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହେଉଛି l ଯେଉଁ ଗ୍ରାମର ଟ୍ରାନ୍ସଫର୍ମର ଖରାପ ହୋଇଛି ତାକୁ ବାରମ୍ବାର ତାଗିଦ ପରେ ମଧ୍ୟ କାର୍ଯ୍ୟକ୍ଷମ କରାଯାଉ ନାହିଁ l ଯାହାର ଉଦାହରଣ ଭଜବଲପୁର l ବିଜୁଳି ଅଭାବରୁ ଏଲ ଆଇ ପଏଣ୍ଟ ଚାଲୁ ନାହିଁ l ଏଲ ଆଇ ପଏଣ୍ଟ ନ ଚଳିଲେ ଧାନ ଚାଷ ସମ୍ପୂର୍ଣ୍ଣ ମରିଯିବ ଓ ଚାଷୀ ଆତ୍ମହତ୍ୟା କରିବାକୁ ବାଧ୍ୟ ହେବେ l କେଉଁ ଉଦ୍ଦେଶ୍ୟ ରଖି ବିଜୁଳି ସଂଯୋଗ କରାଯାଉ ନାହିଁ ଜଣାପଡ଼ୁନାହିଁ l ପୁଣି ଜାଣିଶୁଣି ଚାଷୀ ତଥା ଜନସାଧାରଣ ଙ୍କୁ ହଇରାଣ ହରକତ କରାଯାଉଛି l ଟାଟା ପାୱାର କମ୍ପାନୀ ର ଅଧିକାରୀ ଙ୍କ ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ଯୁବ ନେତା ବଳଦେବ ବେଦବାକ ଙ୍କ ନେତୃତ୍ୱ ରେ ସଂଜିତ ମେହେର, ବଳରାମ ମେହେର, ଗଣେଷ କୁମାର ମେହେର, ଭଗବାନ ସେଠୀ, ପଞ୍ଚ ନା ଏକ, ସମାରୁ ମେହେର, କାର୍ତ୍ତିକ ପଧାନ, ସୁବଳ ଭୋଇ, ଧରଣୀ ମେହେର, କିଶୋର ମେହେର, ତ୍ରିଲୋଚନ ମେହେର, ନବୀନ ମେହେର, ବଳରାମ ମେହେର, ପଙ୍କଜ କୁମାର ନାୟକ ଓ ରାଧେଶ୍ୟାମ ଶଙ୍ଖୁଆ ପ୍ରମୁଖ ବୀରମହାରାଜପୁର ଥାନା ର ଆଇ ଆଇ ସି ଙ୍କ ଠାରେ ଲିଖିତ ଅଭିଯୋଗ କରିଛନ୍ତି l କମ୍ପାନୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚାଷୀ ମାନେ ଅଭିଯୋଗ ପତ୍ର ରେ ଦର୍ଶାଇ ଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026

You Might Also Like