-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||     

HOME   ଜିଲ୍ଲା

ପ୍ରଥମ ଦିନରେ ନିଜର ଭୟ କୁ ପ୍ରକାଶ କଲେ ଚିନ୍ମୟ |

10-Mar-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା): କୁମ୍ଭାରପଡ଼ା ଭୋଟର ଙ୍କ ଆଶାର ଆଲୋକ ଚିନ୍ମୟ ଆଜି ଗ୍ରହଣ କଲେ କାର୍ଯ୍ୟଭାର | ଆଗାମୀ ଦିନରେ ଜନସାଧାରଣ ଙ୍କ ସମସ୍ତ ସୁଖଦୁଃଖ ର ସାଥି ହୋଇପାରିବେ କି ନାହିଁ ବୋଲି ମନରେ ତାଙ୍କ ଉପୁଯିଛି ଭୟ | ତେବେ ବରିଷ୍ଠ ରାଜନୀତିଜ୍ଞ ମହଲ ରେ ଚର୍ଚ୍ଚା ହେଉଛି ଯେ ଏଥର କୁମ୍ଭାରପଡ଼ା ଗ୍ରାମ ପଞ୍ଚାୟତ କୁ ମୁନା ନିଶ୍ଚିତ ଭାବେ ଏକ ନୂଆ ରୂପ ଦେବା ରେ ସଫଳ ହେବ | ଏହି ପରିପ୍ରେକ୍ଷୀରେ ଗୁରୁବାର ପୂର୍ବାହ୍ନ ରେ ପୂର୍ବତନ ସରପଞ୍ଚ ଶ୍ରୀମତୀ ରଙ୍ଗବତୀ ମୁଦୁଲି ପଞ୍ଚାୟତ କାର୍ଯ୍ୟଭାର କୁ ନୂତନ ସରପଞ୍ଚ ଚିନ୍ମୟ କୁମାର ପଣ୍ଡା ଙ୍କୁ ହସ୍ତାନ୍ତର କରିଛନ୍ତି | ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ହୋମଯଜ୍ଞ କରି ଚିନ୍ମୟ ସରପଞ୍ଚ ଆସନ ରେ ବସିବା ଦୃଷ୍ଟି ଗୋଚର ହୋଇଛି | ଶତାଧିକ ପଞ୍ଚାୟତ ବାସୀ କାର୍ଯ୍ୟାଳୟ ପରିସରରେ ଚିନ୍ମୟ ଙ୍କୁ ଆଶୀର୍ବାଦ କରିଛନ୍ତି ଯେ ସେ ତାଙ୍କର ପାଞ୍ଚବର୍ଷ ର ଦାୟିତ୍ୱ କୁ ସଚୋଟ ଭାବେ କିପରି ତୁଲାଇବେ | ଇତ୍ୟାବଶର ରେ ନିର୍ବାଚିତ ସମସ୍ତ ୱାର୍ଡସଭ୍ୟ /ସଭ୍ୟା ମାନେ ପୂର୍ବତନ ଏବଂ ନୂତନ ସରପଞ୍ଚ ଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ | ପରିଶେଷରେ ରଙ୍ଗଅପା ଙ୍କୁ ତାଙ୍କ ବାସଭବନ ପର୍ଯ୍ୟନ୍ତ ବାହୁଡ଼ାଇ ନିଆଯାଇଥିବା ଦୃଶ୍ୟ ଏକ ସ୍ୱତନ୍ତ୍ର ମାହୋଲ ସୃଷ୍ଟି କରିଥିଲା |


News Comment




Photo in News

Advertisment
Lastest News
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026

You Might Also Like