-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||     

HOME   ଜିଲ୍ଲା

ଟ୍ରାକ୍ଟର ଦୁର୍ଘଟଣାରେ ଚାଳକ ମୃତ

11-Mar-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ପରାସରା ଠାରୁ ଅଳଣ୍ଡା ଯାଇଥିବା ରାସ୍ତାର ମହଗାଁ ଛକ ଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ହୋଇଛି । ଘଟଣାନୁଯାଇ ବୁଧବାର ଅପରାହ୍ନ ୩ ଟା ସମୟରେ ସୁର୍ଡା ଗାଁରୁ ମହଗାଁ କୁ ଚାଷ ଜମିକୁ ନଙ୍ଗଲ କରିବାକୁ ଯାଉଥିବା ସମୟରେ ଟ୍ରାକ୍ଟର ନମ୍ବର ଓଡି୦୩ ଭି ୦୬୬୮ ର ହଠାତ ଏକ୍ସେଲ ଛିଣ୍ଡିଜିବାରୁ ଝଟକା ହେବା ଯୋଗୁଁ ଚାଳକ ସିନ୍ଧେକେଲା ଗ୍ରାମର ଶିଶୁପାଳ ଝାଙ୍କର (୨୬) ଟ୍ରାକ୍ଟର ରୁ  ଜୋରରେ ଛିଟିକି ପଡିଥିବା ରାସ୍ତାରେ ଯିବା ଆସିବା ଲୋକେ ଦେଖିଥିଲେ। ଦୁର୍ଘଟଣା ସ୍ଥଳରୁ ଲୋକଙ୍କ ଠାରୁ ଖବରପାଇ ଆମ୍ବୁଲାନ୍ସ ପହଞ୍ଚି ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଚିକିତ୍ସା ପାଇଁ

ଆଣିଥିଲେ। ଡ୍ୟୁଟି ରେ ଥିବା ଡକ୍ଟର ତାଙ୍କୁ ଅଧିକ ଚିକିତ୍ସା ପାଇଁ ଟିଟିଲାଗଡ ସ୍ଥାନାନ୍ତରିତ କରିଥିଲେ। ଟିଟିଲାଗଡ ରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ସିନ୍ଧେକେଲା ପୋଲିସ ଥାନା କେସ ନମ୍ବର ୪୫ ରୁଜୁ କରିବାସହ ଶବ ଜବତ କରି ଗୁରୁବାର ଶବ ବ୍ୟବଚ୍ଛେଦ ପରେ ପରିବାର କୁ ହସ୍ତାନ୍ତର କରିଥିବା ସିନ୍ଧେକେଲା ଥାନା ଏସଆଇ ତରସିଲା ବାର୍ଲା ସୁଚନା ଦେଇଛନ୍ତି। ଶିଶୁପାଳ ତାଙ୍କ ପରିବାରର ଚାରି ଭାଇ ଭଉଣୀଙ୍କ ମଧ୍ଯରେ ସବାସାନ ପୁଅ ଏବଂ ସେ ଅବିବାହିତ ଥିଲେ ବୋଲି ଜଣାପଡିଛି । 


News Comment




Photo in News

Advertisment
Lastest News
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026

You Might Also Like