-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଉପଚାର ତାଲିମ ଶିବିର ଉଦଯାପିତ

11-Mar-2022



ସୋନପୁର(ମନୋରଂଜନ ତ୍ରିପାଠୀ):  ଭାରତୀୟ ରେଡକ୍ରସ ସୋସାଇଟି ଓଡିଶ।। ରାଜ୍ୟ ଶାଖା ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସୋନପୁର ସ୍ଥିତ ସରକାରୀ ବାଳିକା ହାଇସ୍କଲ ସହଯୋଗରେ ମହାରାଜା ହାଇସ୍କୁଲ ପରିସରରେ ୮ ଗୋଟି ଜିଲ୍ଲାର ଜୁନିଅର ରେଡକ୍ରସ କାଉନସିଲର ମାନଙ୍କର ଜୋନ ସ୍ତରୀୟ ଚତୁର୍ଦିବସୀୟ  ପ୍ରାଥମିକ ଉପଚାର ଶିବିର ଉଦ୍‌ଯାପିତ ହୋଇଯାଇଛି ।  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡତିଆଙ୍କ ଅଧ୍ୟକ୍ଷତାରେ ହୋଇଥିବା  କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଜରୁରୀକାଳିନ ଅଧିକାରୀ ଇପସିତା ମିଶ୍ର ଯୋଗଦେଇ ରେଡକ୍ରସର ଗୋଷ୍ଠିଭିତ୍ତିକ  ସେବା କାର୍ଯ୍ୟକ୍ରମରେ ସାମିଲ ହୋଇ ମାନବୀୟ ଗୁଣରେ ସମାଜ ପାଇଁ କାର୍ଯ୍ୟକରିବାକୁ  ଶିବିରାର୍ôଥ ମାନଙ୍କୁ ଆହ୍ୱାନ ଦେଇଛନ୍ତି । ସମ୍ମାନୀତ ଅତିଥି ଭାବରେ ମାଷ୍ଟର ଟ୍ରେନର ଗୁଲସନ କୁମାର ଦାଶ,ପରୀକ୍ଷକ ଡା.ବିଶ୍ୱନାଥ ରଥ, ଭାଇସଚେୟାରମ୍ୟାନ

ଗତିକୃଷ୍ଣ ମିଶ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମତବ୍ୟକ୍ତ କରିଥିଲେ । ଓଡିଶା ରେଡକ୍ରସ ସୋସାଇଟିର ରାଜ୍ୟ ସଂପାଦକ ସିଟିଏମ ସୁଗୁଣା ଓ ଜିଲ୍ଲା ଶକ୍ଷା ଅଧିକାରୀ ଲକ୍ଷ୍ଣଣ ଭୋଇଙ୍କ ମାର୍ଗଦଶନରେ ଜିଲ୍ଲା ସଂପାଦକ ହିମାଂଶୁ ଶେଖର କର ଓ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିବା ଉକ୍ତ ଶିବିରରେ କାଉନସିଲର ମାନେ ପ୍ରାଥମିକ ଚିକିତ୍ସାର ଲକ୍ଷ୍ୟ, ଉଦ୍ଦେଶ୍ୟ, ଡିଆରଏବିସି, ସିପିଆର, କୃତ୍ରିମଶ୍ୱାସକ୍ରିୟା, ଶକ୍‌, ମୁର୍ଚ୍ଛା, ହାର୍ଟଷ୍ଟ୍ରୋକ ଭଳି ବିଭିନ୍ନ ପ୍ରସଙ୍ଗରେ ହୋଇଥିବା ତାଲିମର ଭାଉଚର କୋର୍ସ ପରୀକ୍ଷାରେ ପାସ କରିଛନ୍ତି । ସୋନପୁର ବାଳିକା ହାଇସ୍କୁଲର ଧାନଶିକ୍ଷୟତ୍ରୀ ବୈଦ୍ୟନାଥ କର୍ଣ୍ଣ  ସ୍ୱାଗତ ଅଭିଭାଷଣ

ଦେଇଥିଲେ । ମହାରାଜ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପଦ୍ମନାଭ କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ବରିଷ୍ଠ ସାଧନକର୍ମି ଚନ୍ଦ୍ରମଣି ବାଘ  ସଂଯୋଜନା କରିଥିଲେ । ବରିଷ୍ଠ ସାଧନକର୍ମି ଅନୁପ୍ରୀୟା ମିଶ୍ର,ଚନ୍ଦ୍ର ଶେଖର ମହାପାତ୍ର, ଶେଷଦେବ ଛତ୍ର,  ପରାମର୍ଶଦାତା ଗୋପେଶ ପଣ୍ଡା,ଶ୍ୟାମ ସୁନ୍ଦର  ନାୟକ, ପ୍ରଜ୍ଞାପରିମିତା ମିଶ୍ର, ଦମୟନ୍ତୀ ଜଗଦଲା ପ୍ରମୁଖ ଶିବିରେ ଉପସ୍ଥିତ ରହି ତାଲିମ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶିବିରରେ ସୁବର୍ଣ୍ଣପୁର,ବଲାଙ୍ଗିର,ବୌଦ୍ଧ, କନ୍ଧମାଳ, ବରଗଡ, ସମ୍ବଲପୁର, ନୁଆପଡା, ସୁନ୍ଦରଗଡ ପ୍ରମୁଖର ୮ଗୋଟି ଜିଲ୍ଲାର ସମସ୍ତ ୨୩ଜଣ ଜୁନିଅର ରେଡକ୍ରସ ପରାମର୍ଶଦାତା  ଭାଉଚର କୋର୍ସ ର ପରୀକ୍ଷାରେ କୃତିତ୍ୱ ହାସଲ କରଥବାରୁ  ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ସୁବର୍ଣ୍ଣପୁର ଜିଲ୍ଲା ଜନିଅର ରେଡକ୍ରସ ସେ।।ଇଟି ତଥା ସମସ୍ତ ଶିବିରାର୍ଥି ମାନଙ୍କୁ ପ୍ରଂଶସା କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   07-Sep-2026
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026

You Might Also Like