-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

ମେନକାମୁଣ୍ଡା ରେ ଗଜରାଜ ଙ୍କ ତାଣ୍ଡବ

11-Mar-2022



ବରଗଡ(ନିରଞ୍ଜନ ତ୍ରିପାଠୀ)ବରଗଡ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ମେନକାମୁଣ୍ଡା ଗନ୍ଧମାର୍ଦ୍ଦନ ପର୍ବତ କୁ ଲାଗିରହିଛି । ଗନ୍ଧମାର୍ଦ୍ଦନ ପର୍ବତ ହେଲା ଗଜରାଜ ଙ୍କ ଆଡ୍ଡା ସ୍ଥଳୀ । ବର୍ଷ ତମାମ ସେମାନଙ୍କ ଯିବାଆସିବା ଲାଗି ରହିଛି । ବିଭିନ୍ନ ସମୟରେ ବଣୁଆ ହାତୀ ମାନେ ଲୋକଙ୍କ ଧନଜୀବନ ନଷ୍ଟ କରୁଥିବା ନଜିର୍ ରହିଛି । ପ୍ରଶାସନ ତରଫରୁ ହାତୀ ମାନଙ୍କୁ ଘଉଡାଇବା ପାଇଁ ଅନେକ ପ୍ରୟାସ କରାଯାଉଛି ହେଲେ ବନ ବିଭାଗ ସଠିକ ଭାବରେ ହାତୀ ମାନଙ୍କର ଉପରେ କାବୁ କିମ୍ବା ନଜର ରଖି ପାରୁନାହିଁ ଯାହା ଫଳରେ ହାତୀ ମାନେ ଗାଁ ଭିତରକୁ ପଶି ଲୋକଙ୍କର ଧନଜୀବନ ନଷ୍ଟ କରିଚାଲିଛନ୍ତି ।
ଗଲାରାତି ପ୍ରାୟ ୯ ଘଣ୍ଟା ସମୟରେ ରେ ଏକଦନ୍ତା ହାତୀ ମେନକାମୁଣ୍ଡା ଗ୍ରାମର କଦମ୍ବ ବାଗ ଘରକୁ ପଶି ଆସି ଘରକୁ ଭାଙ୍ଗିବା ସହିତ ଅନେକ ଜିନିଷପତ୍ର ଭାଙ୍ଗି ନଷ୍ଟ କରି ଦେଇଛି । ରାତି ପ୍ରାୟ ଦଶ ଘଣ୍ଟା ପରେ ହାତୀ କିଛି ସମୟ ତାର ତାଣ୍ଡବ ରଚାଇବା ପରେ ନୂଆପଡା ଜିଲ୍ଲା ଆଡକୁ ଅଗ୍ରସର ହୋଇଥିବା ଜଣାଯାଏ । ଘର ଭାଙ୍ଗି ଯିବା ସହିତ ଘରର ଅନେକ ଜିନିଷ ନଷ୍ଟ ହୋଇଥିବା ହେତୁ ଗରିବ ଅସହାୟ କଦମ୍ବ ବାଗ ବର୍ତ୍ତମାନ ଚିନ୍ତା ରେ ସମ୍ପୁର୍ଣ୍ଣ ରୂପେ ଭାଙ୍ଗି ପଡିଛନ୍ତି ।ଏ ସମ୍ପର୍କରେ  ଖବର ପାଇବାପରେ ଜଙ୍ଗଲ ବିଭାଗର ଅଧିକାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି । କ୍ଷତିଗ୍ରସ୍ତ କଦମ୍ବ ବାଗ ଙ୍କର କ୍ଷୟକ୍ଷତି ର ତୁରନ୍ତ ଆକଳନ କରାଯାଇ ତାଙ୍କୁ ସରକାରୀ ସହାୟତ ପ୍ରଦାନ କରିବା ନିମନ୍ତେ ଅଞ୍ଚଳବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ   07-Sep-2026
  ଜିଲ୍ଲା  
୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା   07-Sep-2026
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026

You Might Also Like