-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ର ନବ ନିର୍ବାଚିତ ସରପଞ୍ଚ ଶ୍ରୀମତୀ ଅନିତା ଭୋଇ ଗୁରୁଦାୟିତ୍ଵ ଗ୍ରହଣ କଲେ

11-Mar-2022



ପଦ୍ମପୁର:-ଗତ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ର ସରପଞ୍ଚ ପ୍ରାର୍ଥୀନୀ ଭାବେ ନିର୍ବାଚନ ରଣାଙ୍ଗନରେ ସମୁଦାୟ ୪ ଜଣ ପ୍ରାର୍ଥିନୀ ଅବତୀର୍ଣ୍ଣ ହୋଇଥିଲେ । ଲୋକଙ୍କ ସ୍ନେହ,ଶ୍ରଦ୍ଧାତଥା ଭଲପାଇବା କୁ ପାଥେୟ କରି ଶ୍ରୀମତୀ ଅନିତା ଭୋଇ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଙ୍କୁ ବିପୁଳ ଭୋଟ ରେ ପରାସ୍ତ କରି ବିଜୟୀ ହୋଇଥିବାବେଳେ ଆଜି ତାଙ୍କୁ ତଥା ନିର୍ବାଚିତ ସମସ୍ତ ୱାର୍ଡ ମେମ୍ବର ପ୍ରାର୍ଥୀ ଓ ପ୍ରାର୍ଥିନୀ ମାନଙ୍କୁ ନେଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଗ୍ରାମପଞ୍ଚାୟତ ରେ କାର୍ଯ୍ୟରତ ରୋଜଗାର ସେବକ ମହାନନ୍ଦ ପ୍ରଧାନ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ । ଶ୍ରୀମତୀ ଭୋଇ ସରପଞ୍ଚ ଦାୟିତ୍ୱ ପରେ ସମସ୍ତ ୱାର୍ଡ ମେମ୍ବର ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଦେବା ସଙ୍ଗେ ସଙ୍ଗେ ସଭାଗୃହ ଠାରେ ଏକ ସଭା ର ଆୟୋଜନ କରାଯାଇଥିଲା ।ସଭାରେ ସରପଞ୍ଚ ମହୋଦୟା ସମସ୍ତ ଉପସ୍ଥିତ ୱାର୍ଡ ମେମ୍ବର ମାନଙ୍କୁ ଉଦବୋଧନ ଦେଇ କହିଲେ ଯେ,ଆମେ ଏକ ହୋଇ ଯଦି ଆଗକୁ ବଢିବା ତେବେ ଆମ ଗ୍ରାମପଞ୍ଚାୟତ କୁ ସୁସ୍ଥ ପଞ୍ଚାୟତ ତଥା ଆଦର୍ଶ ପଞ୍ଚାୟତ ଭାବେ ଗଠନ କରିବାରେ କୈାଣସି ଅସୁବିଧା ଦେଖାଦେବନି । ଆଗକୁ ପ୍ରବଳ ଗ୍ରୀଷ୍ମପ୍ରବାହ ହେବାକୁ ଥିବାରୁ ପାନୀୟ ଜଳର ସମସ୍ୟା, ଗ୍ରାମାଳମାନଙ୍କରେ ପରିଷ୍କାର ପରିଚ୍ଛନ୍ନତା କୁ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ ।ଆପଣ ମାନଙ୍କ ଆଶ୍ରିର୍ବାଦ ରେ ଆମଗ୍ରାମପଞ୍ଚାୟତ ଆଗେଇନେବା ମୋର ପ୍ରଥମ ଲକ୍ଷ୍ୟ ବୋଲି ମତବ୍ୟକ୍ତ କରିଥିଲେ ‌।ପରେ ନାଏବସରପଞ୍ଚ ପାଇଁ ସଭାଗୃହ ଠାରେ ପାଇକମାଳ ବ୍ଳକ ରୁ ଆସିଥିବା ନିର୍ବାଚନ ଅଧିକାରୀ ଶ୍ରୀମାନ ପ୍ରେମାନନ୍ଦ ବାରିକ(ଏବିଇଓ) ନିର୍ବାଚନ

ପ୍ରକ୍ରିୟା ଆରମ୍ଭ କରିଥିଲେ ।ନାଏବ ସରପଞ୍ଚ ପ୍ରାର୍ଥୀ ଭାବେ ଜଣେ ମାତ୍ର ନାମାଙ୍କନ ପତ୍ର ଦାଖଲ କରିଥିଲେ ।୧୨.୩୦ ମିନିଟ ସମୟ ପର୍ଯ୍ୟନ୍ତ ଆଉ ଜଣେ ହେଲେ ନାଏବ ସରପଞ୍ଚ ଭାବେ ପ୍ରାର୍ଥୀ ପତ୍ର ନ ଦେବାରୁ ବାଧ୍ୟ ହୋଇ ନିର୍ବାଚନ ଅଧିକାରୀ ରମେଶ ବରିହା ଙ୍କୁ ନାଏବ ସରପଞ୍ଚ ଭାବେ ସର୍ବସମ୍ମୁଖରେ ଘୋଷଣା କରିଥିଲେ । ନବନିର୍ବାଚିତ ନାଏବ ସରପଞ୍ଚ ଙ୍କୁ  ସରପଞ୍ଚ ମହୋଦୟା ସ୍ୱାଗତ କରିବା ସହ ତାଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ । ନିର୍ବାଚିତ ୱାର୍ଡ ମେମ୍ବର ପ୍ରାର୍ଥୀ ଓ ପ୍ରାର୍ଥିନୀ ମାନେ ହେଲେ ନମ୍ବର-୧ ୱାର୍ଡ ର ଦୁର୍ଯୋଧନ ବରିହା(ଲହଙ୍ଗୀର),୨-ରୁ ବଳରାମ ବରିହା(ଲହଙ୍ଗୀର),୩-ରୁ ଉତ୍ତମ କନ୍ଧେର(ଲହଙ୍ଗୀର),୪-ରୁ ନୀଲା ବରିହା(କୁର୍ରିଚୁଆ),୫-ରୁ ପୁଷ୍ପାଞ୍ଜଳୀ ନାୟକ(ବୁକୁରାମୁଣ୍ଡା),୬ରୁ ହେମଲତା ସେଟ(ବୁକୁରାମୁଣ୍ଡା) ୭ ରୁ ନାରାୟଣ ପ୍ରଧାନ (ବୁକୁରାମୁଣ୍ଡା),୮-ରୁ ମଲ୍ଲିକା ଭୋଇ(ବୁକୁରାମୁଣ୍ଡା),୯-ରୁ ରମେଶ ବରିହା(ମହୁଲପାଲି),୧୦-ରୁ ସନ୍ଧ୍ୟା ବରିହା(ମହୁଲପାଲି),୧୧-ରୁ କୁଞ୍ଜବିହାରୀ ବାଉଁଶ (ମହୁଲ ପାଲି),୧୨-ରୁ ସଞ୍ଜୁକ୍ତା ପ୍ରଧାନ (ପଲସାନୀ) ଏହି ସଭାରେ ଯୋଗଦାନ କରି ସରପଞ୍ଚ ମହୋଦୟା ଙ୍କ ଗ୍ରାମପଞ୍ଚାୟତ ରେ ଅନୁଷ୍ଠିତ ପ୍ରଥମ ବୈଠକ ରେ ଯୋଗଦେଇ ନିଜକୁ ଧନ୍ୟ ମନେ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like