-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

ନବନିର୍ବାଚିତ ସରପଞ୍ଚ ସବିତା ଙ୍କ ଦାୟିତ୍ଵ ଗ୍ରହଣ

11-Mar-2022



ପଦ୍ମପୁର:-ବରଗଡ଼ ଜିଲ୍ଲା ଅନ୍ତର୍ଗତ ପାଇକମାଳ ବ୍ଳକ ଅଧିନସ୍ଥ ବାଦିକଟା ଗ୍ରାମପଞ୍ଚାୟତ ର ନବନିର୍ବାଚିତ ସରପଞ୍ଚ ଶ୍ରୀମତୀ ସବିତା ସାହୁ ଆଜି ତାଙ୍କ ଦାୟିତ୍ଵ ଗ୍ରହଣ କରିଛନ୍ତି । ଗ୍ରାମପଞ୍ଚାୟତ ଅଧିନରେ ଥିବା ସମସ୍ତ ଗ୍ରାମ କୁ ସ୍ୱଚ୍ଛତା ତଥା ଆଗକୁ ପାନୀୟ ଜଳ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ ବୋଲି ଆମ ପ୍ରତିନିଧି ଙ୍କୁ ଜଣାଇଛନ୍ତି ।ଏ ପରିପ୍ରେକ୍ଷୀରେ ଆସିଥିବା ନିର୍ବାହୀ ଅଧିକାରୀ ଆନନ୍ଦଲାଲ ନାଏକ ଏବଂ ଜି.ଆର.ଏସ ଆନନ୍ଦ ଦେବତା ସରପଞ୍ଚ ଶ୍ରୀମତୀ ସାହୁ ଙ୍କୁ ସ୍ୱାଗତ ଜଣାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ-ଗଣେଷ ସରାଫ,ଭୋଜରାଜ ସାହୁ, ଯୋଗେନ୍ଦ୍ର ପ୍ରଧାନ, ଭଗବାନ ବରିହା,ପୃଥିରାଜ ସାହୁ,ଯାଦବ ମେହେର, ମନୋରଞ୍ଜନ ବରିହା, ଜୟନ୍ତ ମେହେର, ଲିଙ୍ଗରାଜ ବରିହା,ସୁନାଧର ସାହୁ, କୃଷ୍ଣ ବରିହା, ଦୁଃଖ ନାଶନ ବରିହା,ସୁଧିର ରଂଜନ ପ୍ରଧାନ,ସୁରଞ୍ଜନ ପ୍ରଧାନ, ସସ୍ମିତା ବରିହା, ସୂର୍ଯ୍ୟକାନ୍ତୀ ସାହୁ, ଜୟନ୍ତୀ ସାହୁ, ଚନ୍ଦ୍ରକାନ୍ତି ସାହୁ,ସତ୍ୟଭାମା ସାହୁ,ମମତା ସାହୁ ସମେତ ଗ୍ରାମପଞ୍ଚାୟତ ର ସମସ୍ତ ନିର୍ବାଚିତ ୱାର୍ଡ ମେମ୍ବର ଉପସ୍ଥିତ ଥିଲେ । ଖୁବ୍ ଆଡମ୍ବର ସହ ବାଦିକଟା ଗ୍ରାମର ପ୍ରଭାତୀ କିର୍ତ୍ତନ୍ୟ ଦଳ ନିର୍ବାଚିତ ପ୍ରତିନିଧି ମାନଙ୍କୁ କିର୍ତ୍ତନ୍ୟ ର ତାଳେତାଳେ ପାଛୋଟି ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like