-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ରଣେଶ୍ୱର ମନ୍ଦିର ରେ ଆଦର୍ଶ ବିବାହ

11-Mar-2022



ପଦ୍ମପୁର:-ପାଇକମାଳ ଶ୍ରୀ ଶ୍ରୀ ନୃସିଂହନାଥ ପବିତ୍ର ପୀଠ ଠାରେ କୁଲତା ସମାଜ କୁ ନେଇ ଗଢ଼ି ଉଠିଥିବା ଶ୍ରୀ ଶ୍ରୀ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ଠାରେ ଗତକାଲି ନିରାଡମ୍ବର ଭାବେ ଏକ ଆଦର୍ଶ ବିବାହ କାର୍ଯ୍ୟ ପାଇକମାଳ ଅଞ୍ଚଳ ର ଜଣାଶୁଣା ସମାଜସେବୀ ଶ୍ରୀମାନ ଟାଇଲ ଚନ୍ଦ୍ର ଭୋଇଙ୍କ ଉପସ୍ଥିତ ରେ  ସମାପନ ହୋଇଯାଇଛି । ଝାରବନ୍ଧ ବ୍ଲକ ଅନ୍ତର୍ଗତ ଚଣ୍ଡିଭଟା ଗ୍ରାମ ର ଦୈତାରୀ ପ୍ରଧାନ ଙ୍କ ପୁଅ ଗିରିଜା ପ୍ରଧାନ ଙ୍କ ସାଥିରେ ପାଇକମାଳ ବ୍ଳକ ଅନ୍ତର୍ଗତ ବାଦିକଟା ଗ୍ରାମପଞ୍ଚାୟତ ରେ ଯାଉଥିବା ଘେଁସରା ଗ୍ରାମ ର ଗୋପାଳ ପ୍ରଧାନ ଙ୍କ ଝିଅ ବୀଣା ପ୍ରଧାନ ଙ୍କ ସାଥିରେ ବିନା ଯୈାତୁକ ରେ ପବିତ୍ର ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିବାର ଜଣାଯାଏ । ବାହାଘର ସମାପନ ପରେ  ନବଦମ୍ପତି ଙ୍କୁ କନ୍ୟାପିତା ଏବଂ ପୁଅ ର ମାତାପିତା ଙ୍କ ସମେତ ଉପସ୍ଥିତ ସମାଜସେବୀ ଶ୍ରୀ ଭୋଇ ଆଶ୍ରିର୍ବାଦ ପ୍ରଦାନ କରିଥିଲେ ।ବିନା ଯୈାତୁକ ରେ, ଆଧ୍ୟାତ୍ମିକ ପରିବେଶ ରେ ଏହି ମନ୍ଦିର ରେ ଉଭୟ ପକ୍ଷ ରୁ ଅନେକ ବିବାହ କାର୍ଯ୍ୟ ସମ୍ପାଦିତ ହୋଇ ଆସୁଛି ବୋଲି ମନ୍ଦିର ର ସେବାୟତ ଙ୍କ ଠାରୁ ପ୍ରକାଶ ‌


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like