-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ଅଲ ଓଡ଼ିଶା ଚେସ ପ୍ରତିଯୋଗିତା ସଫଳ କରିବା ପାଇଁ ପ୍ରତିନିଧି ମଣ୍ଡଳ ର କଣ୍ଟାବାଞ୍ଜି ପରିଦର୍ଶନ

11-Mar-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ମାରୱାଡ଼ି ଯୁବା ମଂଚ ବିକାଶ ଶାଖା କଣ୍ଟାବାଞ୍ଜି ତରଫରୁ  ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ ବଲାଙ୍ଗୀର ଜିଲ୍ଲା ଚେସ ଆସୋସିଏସନ ସହଯୋଗ ରେ ଚଳିତ ମାସ ୨୫,୨୬,୨୭ ତାରିଖରେ ପ୍ରଥମ ଥର ପାଇଁ କଣ୍ଟାବାଞ୍ଜି ରେ ଅଲ ଓଡ଼ିଶା ଚେସ ପ୍ରତିଯୋଗିତା ଆୟୋଜନ ହେବା କୁ ଯାଉଛି ଏହାକୁ ଦୃଷ୍ଟି ରେ ରଖି ଏବଂ କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ   ଚେସ ଆସୋସିଏସନ ଏକ ପ୍ରତିନିଧି ମଣ୍ଡଳ କଣ୍ଟାବାଞ୍ଜି ଆସିଥିଲେ ଏବଂ ଆୟୋଜକ ଶାଖା ମାରୱାଡ଼ି ଯୁବା ମଞ୍ଚ ବିକାଶ ଶାଖା କର୍ମକର୍ତ୍ତା ସହ ଆଲୋଚନା କରିଥିଲେ ଏବଂ ପ୍ରତିଯୋଗୀ ମାନଙ୍କ ରହିବା, ଖାଇବା, ଏବଂ କାର୍ଯ୍ୟକ୍ରମ ସ୍ଥଳ ପରିଦର୍ଶନ କରିଥିଲେ, କଣ୍ଟାବାଞ୍ଜି ହେବା କୁ ଥିବା ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ଆୟୋଜନ ପାଇଁ ଆୟୋଜକ ସଂସ୍ଥା ର ପ୍ରଶଂସା କରିଥିଲେ, ପ୍ରଦର୍ଶନ ରେ ଆସିଥିବା ଏହି ପ୍ରତିନିଧି ମଣ୍ଡଳ ରେ  ଜିଲ୍ଲା ଚେସ ଆସୋସିଏସନ ବଲାଙ୍ଗୀର ର ସମ୍ପାଦକ ପ୍ରିୟଦତ୍ତ ପଣ୍ଡା, ଯୁଗ୍ମ ସମ୍ପାଦକ ସରୋଜ କାନ୍ତ ବେହେରା, ଉପସଭାପତି ଦେବେନ୍ଦ୍ର ଯୋଶୀ,ଏଫଆଇଡ଼ିଇ ଆର୍ବିଟର ସନ୍ତୋଷ ମହାପାତ୍ର, ଜିଲ୍ଲା ଚେସ ଆସୋସିଏସନ ସମ୍ବଲପୁର ର ସମ୍ପାଦକ ବିଦୁଭୁଷଣ ମିଶ୍ର, ଯୁଗ୍ମ ସମ୍ପାଦକ ମନୋଜ ଦାସ,ପ୍ରମୁଖ ଉପସ୍ଥିତ ଥିବା ବେଳେ କଣ୍ଟାବାଞ୍ଜି ଚେସ ସଂଗଠକ ସତୀଶ ମାରୁ, ବିକାଶ ଶାଖା ସଭାପତି ଅର୍ପଣ ଜୈନ, ସଂଯୋଜକ ମନୀଷ ଜୈନ, ଅରିହନ୍ତ ଜୈନ, କମଳ ଅଗ୍ରୱାଲ, କେଶବ ଅଗ୍ରୱାଲ,ଅମନ ଅଗ୍ରୱାଲ,
ମିଡ଼ିଆ ମେନେଜର ଆଶିଷ ଖେତାନ ପ୍ରମୁଖ ଉପସ୍ଥିତ ଥିଲେ,


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like