-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଜ୍ୟୋତି ତରଫରୁ ଡ଼ଃ ସତ୍ୟ ନାରାୟଣ ଠାକୁରଙ୍କୁ ସମ୍ବର୍ଦ୍ଧନା

16-Nov-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ): "ଜ୍ୟୋତି" କାର୍ଯ୍ୟାଳୟ ସଭାକକ୍ଷରେ ସଭାପତି ଡ଼ଃ ପରେଶ୍ ଚନ୍ଦ୍ର ଦାନୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକାରିଣୀ ସଭାରେ , ଡଃ ସତ୍ୟନାରାୟଣ ଠାକୁରଙ୍କୁ ସମ୍ବଲପୁରୀ ନାଟକରେ ଡକ୍ଟରେଟ ଉପାଧି ପାଇଥିବାରୁ ସମ୍ବର୍ଦ୍ଧିତ କରାଯାଇଥିଲା l ଅନୁଷ୍ଠାନର ବୟୋଜ୍ୟେଷ୍ଠ ସଦସ୍ୟ ମାନେ ସମ୍ବଲପୁରୀ ଭାଷା ସାହିତ୍ୟକୁ ଉନ୍ନତିକରଣ ତଥା ବଞ୍ଚାଇ ରଖିବାକୁ ପ୍ରଚେଷ୍ଟା ଜାରି ରଖିଥିବାରୁ ଉଚ୍ଚ ପ୍ରଶଂସା କରିବା ସହ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଏହି ସଭାରେ ଅନୁଷ୍ଠାନର ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ଡ଼ା: ମହେନ୍ଦ୍ର ସରାଫଙ୍କ ଦେହାନ୍ତ ହେଇଥିବାରୁ ୨ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା l ଆସନ୍ତା କାର୍ତ୍ତିକ ପୂର୍ଣ୍ଣିମା ରେ ଅନୁଷ୍ଠାନର ପ୍ରତିଷ୍ଠା ଦିବସ ଏବଂ ଡିସେମ୍ବର ୩ ତାରଖ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳନ କରିବାପାଇଁ ଆଲୋଚନା ହୋଇଥିଲା l କୋଭିଡ ନିୟମ ପାଳନ ପୂର୍ବକ ଏହି କାର୍ଯ୍ୟକ୍ରମକୁ ପାଳନ କରିବାପାଇଁ ନିଷ୍ପତ୍ତି ନିଆଯାଇଛି l ସଭାଶେଷ ରେ ଅନୁଷ୍ଠାନର ସଂଯୋଜକ କଳ୍ପନା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l  ଏହି ସଭାରେ ପ୍ର. ଶଙ୍କର  ପ୍ରସାଦ ପତି, ଡ଼ଃ ସନ୍ତୋଷ ଦାଶ, ଅଖିଳ ପଟ୍ଟନାୟକ, ବିବେକାନନ୍ଦ ମହାନ୍ତି, ତାପସ ଦାସ, ରାମାନୁଜ ପଣ୍ଡା, କବିତା ପୁରୋହିତ, ପ୍ରଶାନ୍ତ ପାଟଯୋଶୀ, ଅଶୋକ ମିଶ୍ର, କୈଳାସ ମିସ୍ତ୍ରୀ, ରତନ ବହିଦାର , ଦୁର୍ଗା ଦାନୀ, ସୁକାନ୍ତ ବହିଦାର , ମନବୋଧ ତ୍ରିପାଠୀ, ଶାନ୍ତନୁ ପାଢ଼ୀ, ସରୋଜ ସାହୁ, ଶିବ ନାରାୟଣ ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like