-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ମନୋରଞ୍ଜନ

ନୂଆ ଓଡ଼ିଆ ଚଳଚ୍ଚିତ୍ର "ପ୍ରେମରେ ରିସ୍କ ହେଲା ମତେ ଇସ୍କ" ର ଅଡିଓ ଲୋକାର୍ପଣ

12-Mar-2022



ଭୁବନେଶ୍ବର: ୟୁଏସ୍ ମୋସନ୍ ପିକଚର୍ସ ଓ କେ.ମୁରଲୀ କ୍ରିଷ୍ଣା ଫିଲ୍ମ ମିଳିତ ସହଯୋଗରେ ନିର୍ମାଣ ନୂଆ ଓଡ଼ିଆ ଚଳଚ୍ଚିତ୍ 'ପ୍ରେମରେ ରିସ୍କ ହେଲା ମତେ ଇସ୍କ" ର ଅଡିଓ ଲୋକାର୍ପଣ ଭୂବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡଶୀ ରିସର୍ଚ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଡିଓ ଲୋକାର୍ପଣରେ ମୁଖ୍ୟ ଅତିଥି ଭାବେ ୟୁନିୟନ୍ ବ୍ୟାଙ୍କ ଚନ୍ଦ୍ରଶେଖରପୁରର ଶାଖା ପରିଚାଳକ ମାନସ ରଞ୍ଜନ ଦାସ ସମ୍ମାନିତ ଅତିଥି ଭାବେ ମଞ୍ଜରୀ ଟିଭି ର ଚ୍ୟାନେଲ ମୁଖ୍ୟ ରତିକାନ୍ତ ଶତପଥି, ଜୀ ସାର୍ଥକ ର ନନ୍ ଫିକସନ୍ ହେଡ ସାଇ ମଙ୍ଗକିରଣ ମଙ୍ଗରାଜ , କଲର୍ସ ଓଡ଼ିଆର ଚ୍ୟାନେଲ ମୁଖ୍ୟ ପ୍ରିୟ ରଞ୍ଜନ ପଣ୍ଡା, ଅଭିନେତା ସୂର୍ଯ୍ୟକାନ୍ତ ସାମଲ ଓ ଅଭିନେତ୍ରୀ ମାମା ସାମିଲ ପ୍ରମୁଖ ଉପସ୍ଥିତ ରହି ଚଳଚ୍ଚିତ୍ରର ଅଡିଓକୁ ଲୋକାର୍ପଣ କରିଥିଲେ । ୟୁଏସ୍ ମୋସନ୍ ପିକଚର୍ସ ବ୍ୟାନରରେ ନିର୍ମିତ ଏହି ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦାଇତ୍ଵରେ ଅଛନ୍ତି କେ.ମୁରଲୀ କ୍ରିଷ୍ଣା, ସଂଳାପ ରଚନା କରିଛନ୍ତି ଡଃ ରଜନୀରଞ୍ଜନ,ସଙ୍ଗୀତ ନିର୍ଦ୍ଦେଶନା ଦାଇତ୍ଵରେ ଅଛନ୍ତି ସଞ୍ଜୟ ଓ ସିତୁ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଅସୀମା ପଣ୍ଡା, କୁଳଦୀପ,ଅରପିତା

ଚୌଧୁରୀ,ସତ୍ୟଜିତ୍,ନାଭ୍ୟା,ଲିପ୍ସା, ସୁଶାନ୍ତଙ୍କ ସହ ଗୀତ ରଚନା କରିଛନ୍ତି ସତ୍ୟାନନ୍ଦ ନାୟକ, ଉମେଶ ସାହୁ,ଏମ୍ ଜେବି ବଣ୍ଟି,ପିଣ୍ଟୁ ଏଥିସହିତ  ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ସୁରୟାନ୍ ରଥ ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ। 
ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଶୈଳେନ୍ଦ୍ର, ଦିବ୍ୟା,ଟୁଲୁ,ଶୁଭ୍ରାଂଶୁ, ଚିନ୍ତାମଣି, ଅଞ୍ଜନା ମିଶ୍ର, ରବି ମିଶ୍ର, ରତନ ମେହେର,କାଳିଆ ଷଣ୍ଢ ପ୍ରମୁଖ ।

ସଙ୍ଗୀତ ଲୋକାର୍ପଣ ସହ ଚଳଚ୍ଚିତ୍ରର ଫାଷ୍ଟ ଲୁକ୍ ମଧ୍ୟ ଦର୍ଶକ ମାନଙ୍କ ଉଦ୍ଦେଶ୍ୟ ରେ ଅତିଥି ମାନେ ଲୋକାର୍ପଣ କରିଥିଲେ ।
ଚଳଚ୍ଚିତ୍ର ଅତିଶିଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm