-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ଆକ୍ସନ ମୋଡରେ ଯୋଖିପାଲି ସରପଞ୍ଚ ସବିତା ସାହୁ:ଆସନ ଗ୍ରହଣ କରୁକରୁ ପାନୀୟ ଜଳ ଅପଚୟ ରୋକିବା ପାଇଁ ଉଦ୍ୟମ

12-Mar-2022



 ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମ ପଞ୍ଚାୟତର ସରପଞ୍ଚ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀମତୀ ସବିତା ସାହୁ ।ଶୁକ୍ରବାର ଦିନ ଦିବା ୧୦ ଘଣ୍ଟା ରେ ସରପଞ୍ଚ ଆସନ ଅଳଙ୍କୃତ କରିବା ପୂର୍ବରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ପ୍ରବାଦ ପୁରୁଷ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫୋଟୋରେ ପୁଷ୍ପମାଲ୍ୟ ଅର୍ପଣ ଏବଂ ଦୀପ ପ୍ରଜ୍ବଳନ  କରିଥିଲେ ।ଆସନ ଗ୍ରହଣ କରିବା ପରେ ଯୋଖିପାଲି ଗ୍ରାମ ପଞ୍ଚାୟତ ବାସୀଙ୍କ ଆଶା ଏବଂ ଆକାଂକ୍ଷା ପୂର୍ଣ କରିବା ସହ ପଞ୍ଚାୟତକୁ ଉନ୍ନତି ଦିଗରେ ଅଗ୍ରସର କରିବା ନିମନ୍ତେ ଯଥାସମ୍ଭବ ପ୍ରୟତ୍ନ କରାଯିବ ବୋଲି ନବନିର୍ବାଚିତ ୱାର୍ଡ ସଭ୍ୟମାନଙ୍କ ଉଦ୍ଦେଶ୍ୟରେ ଏକ ବାର୍ତା ରଖିଛନ୍ତି ।

     ଏହି ଔପଚାରିକତା ପୂରଣ କରିବା ସଙ୍ଗେ ସଙ୍ଗେ ଶ୍ରୀମତୀ ସାହୁ ପୁରା ଆକ୍ସନ ମୋଡରେ ନଜର ଆସିଛନ୍ତି ‌।ପ୍ରଥମ ଦିନରୁ ହିଁ ସେ ପଞ୍ଚାୟତ ପାଇଁ ଆବଶ୍ୟକ ଥିବା ଦୁଇଟି ପ୍ରମୂଖ କାମ ଆରମ୍ଭ କରିଛନ୍ତି । ସେଗୁଡ଼ିକ ହେଲା ଯୋଖିପାଲିରୁ ପ୍ରଧାନମାଲ ଯିବାପାଇଁ ଉତ୍ତାଲି ନଦୀରେ ବାଳିବନ୍ଧ ନିର୍ମାଣ ପାଇଁ ପଦକ୍ଷେପ ଏବଂ ଦ୍ଵିତୀୟ ପ୍ରମୁଖ କାର୍ଯ୍ୟ ହେଲା ଅନେକ ଦିନରୁ ବିଭିନ୍ନ ପଡ଼ାରେ ବହୁଥିବା ପାନୀୟ ଜଳ ଅପଚୟ ରୋକିବା ନିମନ୍ତେ ସମସ୍ତ ମୁକୁଳା ଯାଗାରେ ଟ୍ୟାପ ସଂଯୋଗ ।ଏହି ଦୁଇକାମ ଦେଖିବା ପରେ ପଞ୍ଚାୟତବାସୀ ଶ୍ରୀମତୀ ସାହୁଙ୍କ ପ୍ରସଂସାରେ ପୋତି ଦେଉଛନ୍ତି ।

     ଏଠାରେ ସୂଚନାଯୋଗ୍ୟ ଯେ ଶ୍ରୀମତୀ ସବିତା ସାହୁ ଜଣେ ଉଚ୍ଚ ଶିକ୍ଷିତା ମହିଳା ଅଟନ୍ତି, ସେ ଓଡ଼ିଆ ବିଭାଗରେ ସ୍ନାତକୋତ୍ତର ଡିଗ୍ରି ହାସଲ କରିଛନ୍ତି । ତାଙ୍କର ସମାଜସେବା ପାଇଁ ପିଲାଦିନରୁ ରୁଚି ଥିବାରୁ ସେ ରାଜନୀତିର ମଇଦାନକୁ ଓଲ୍ହାଇଥିବା କହିଛନ୍ତି ‌।ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନର ଆଦର୍ଶ ରୂପେ ମାନୁଥିବା ଶ୍ରୀମତୀ ସବିତା ସାହୁ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ବୋଲି ଆମ ପ୍ରତିନିଧିଙ୍କୁ ଜଣେଇବା ସହ ଆଗାମୀ ଦିନରେ ନିଜ କାମ ଦ୍ୱାରା ବିରୋଧୀ ମାନଙ୍କ ନକରାତ୍ମକ ବିଚାରଧାରାରେ ପରିବର୍ତ୍ତନ ଆଣି ଗ୍ରାମ ପଞ୍ଚାୟତ ର ସର୍ବାଙ୍ଗୀନ ଉନ୍ନତି ପାଇଁ କାମ କରିବେ ବୋଲି ଦୃଢ଼ ସଂକଳ୍ପ ନେଇଛନ୍ତି । ଶ୍ରୀମତୀ ସାହୁଙ୍କ ଏହି କାର୍ଯ୍ୟ ଗୁଡ଼ିକୁ ଭୁୟସୀ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like