-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ରାଜନୀତି

ଦୀପ୍ତିରେଖା ନନ୍ଦ ହେଲେ ବିନିକା ବ୍ଳକ ଅଧ୍ୟକ୍ଷା

12-Mar-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ଥିଲା ବିନିକା ବ୍ଳକ ଅଧ୍ୟକ୍ଷା ପଦ ନିର୍ବାଚନ ।ଏଥିରେ  ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ ନନ୍ଦଙ୍କ ଧର୍ମପତ୍ନୀ ଦୀପ୍ତିରେଖା ନନ୍ଦ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇ ବିନିକା ବ୍ଳକ ଅଧ୍ୟକ୍ଷା ପଦ ଆସନ ଅଳଙ୍କୃତ କରିଛନ୍ତି ।ବ୍ଲକର ସର୍ବମୋଟ ୧୬ ପଞ୍ଚାୟତର ସମିତିସଭ୍ୟଙ୍କ ଅଧ୍ୟରୁ ୧୦ଜଣ ସମିତି ସଭ୍ୟ/ସଭ୍ୟା ଶ୍ରୀମତୀ ଦୀପ୍ତିରେଖାଙ୍କୁ ସମର୍ଥନ କରିଥିଲେ ।ଯାହା ଫଳରେ ଅନ୍ୟ ପ୍ରତିଦ୍ବନ୍ଦୀ ନାମାଙ୍କନ ପତ୍ର ଦାଖଲ ନକରିବାରୁ ନିର୍ବାଚନ ଅଧିକାରୀ ଶ୍ରୀମତୀ ଦୀପ୍ତିରେଖାଙ୍କୁ ବିଜୟୀ ଘୋଷଣା କରିଥିଲେ । ସୂଚନା ଯୋଗ୍ୟ ଯେ ଶ୍ରୀମତୀ ନନ୍ଦ କୁହିବାହାଲ ପଞ୍ଚାୟତର

ସମିତିସଭ୍ୟା ଭାବେ ନିର୍ବାଚିତ ହୋଇଥିଲେ । ବିଜୟ ପରେ ଶ୍ରୀମତୀ ନନ୍ଦ ବିନିକା ବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ବିନିକାକୁ ସବ ଡିଭିଜନ ମାନ୍ୟତା ଦିଗରେ ଲଢେ଼ଇ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସୁଫଳ ଲୋକେ ଯେପରି ପାଇ ପାରିବେ ସେ ଦିଗରେ କାର୍ଯ୍ୟ କରିବେ ବୋଲି କହିଥିଲେ । ପରେ ତାଙ୍କ ସମର୍ଥକ ଓ ଆସ୍ଥା ପ୍ରକଟ କରିଥିବା ଅଞ୍ଚଳର ଜଣ ସାଧାରଣଙ୍କ ତରଫରୁ ବିଜୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like