-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ରାଜନୀତି

ପୂର୍ବତନ ଅଧ୍ୟକ୍ଷ ଅଶୋକ ଦୋରାଙ୍କ ସ୍ତ୍ରୀ ବେବୀ ଦୋରା ହେଲେ ନୂତନ ବ୍ଳକ ଅଧ୍ୟକ୍ଷା

12-Mar-2022



ଗୁଡ଼ଭେଲା- ବଲାଙ୍ଗିର ଜିଲା ଗୁଡଭେଲା ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହେଲେ ପୂର୍ବତନ ବ୍ଳକ ଅଧ୍ୟକ୍ଷ ଅଶୋକ ଦୋରାଙ୍କ ସ୍ତ୍ରୀ ବେବୀ ଦୋରା ହେଲେ ନୂତନ ବ୍ଳକ ଅଧ୍ୟକ୍ଷା । ନିର୍ବାଚନ ପରେ ନିଜ ପ୍ରତିକ୍ରୀୟାରେ ଶ୍ରୀମତୀ ଦୋରା ପ୍ରକାଶ କରିଥିଲେ ଯେ,ଲୋକେ ମତେ ବିଶ୍ୱାସକରି ତାଙ୍କର ଆର୍ଶୀବାଦ ଦେଇଛନ୍ତି, ତାଙ୍କର ପାଇଁ କାର୍ଯ୍ୟ କରିବି । ବ୍ଳକର ୧୩ ଗୋଟି ପଞ୍ଚାୟତ ତଥା ଅଞ୍ଚଳର ବିକାଶ ଉପରେ ବିଶେଷ ଗୁରୁତ୍ୱ ଦେବା ପାଇଁ କହିଥିଲେ । ନିର୍ବାଚନ ଅଧିକାରୀ ଭାବେ ସଇଁତଳା ତହସିଳଦାର ଚନ୍ଦ୍ରମଣୀ ନାଗ ଉପସ୍ଥିତ ରହି ବ୍ଳକ କାର୍ଯ୍ୟାଳୟର ସଭା ଗୃହରେ ନିର୍ବାଚନ ପ୍ରକ୍ରିୟା ଚାଳିଥିଲା । ବିରାମୁଣ୍ଡା ଗ୍ରାମପଞ୍ଚାୟତର ସମିତି ସଭ୍ୟା ବେବୀ ଦୋରା,ଦେଉଓଗୁଡି ଗ୍ରମପଞ୍ଚାୟତର ସମିତିସଭ୍ୟା ସଞ୍ଜୁ ମାଝୀ,

ଗୁଡଭେଲା ଗ୍ରାମପଞ୍ଚାୟତର ସମିତିସଭ୍ୟା ପ୍ରମିଲା ରଣା,ତେନ୍ତୁଲିଖୁଣ୍ଟି ଗ୍ରାମପଞ୍ଚାୟତର ସମିତିସଭ୍ୟା ଲଲିତା ସାହୁ ନାମାଙ୍କନ ପତ୍ର ଦାଖଳ କରିଥିଲେ । ଯାଞ୍ଚ ବେଳେ ତେନ୍ତୁଲିଖୁଣ୍ଟି ଗ୍ରାମପଞ୍ଚାୟତର ସମିତିସଭ୍ୟା ଲଲିତା ସାହୁ ନାମାଙ୍କନ ପତ୍ର ନାକଚ ହୋଇ ଯାଇଥିଲା । ଦେଉଓଗୁଡି ଗ୍ରମପଞ୍ଚାୟତର ସମିତିସଭ୍ୟା ସଞ୍ଜୁ ମାଝୀ ନିଜ ନାମଙ୍କନ ପତ୍ର ପ୍ରତ୍ୟାହାର କରିନେଇଥିବା ବେଳେ ଦୁଇ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନିର୍ବାଚନ ଅନୁଷ୍ଟିତ ହେଇଥିଲା । ବିରାମୁଣ୍ଡା ଗ୍ରାମପଞ୍ଚାୟତର ସମିତି ସଭ୍ୟା ବେବୀ ଦୋରାଙ୍କୁ ୭ଟି ଭୋଟ ମିଳିଥିବା ବେଳେ ଗୁଡଭେଲା ଗ୍ରାମପଞ୍ଚାୟତର ସମିତିସଭ୍ୟା ପ୍ରମିଲା ରଣାଙ୍କୁ ୬ଟି ଭୋଟ ମିଳିଥିଲା ।

 

               


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like