-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକ........ କୁନି ସାହୁ ହେଲେ ବ୍ଲକ ଅଧ୍ୟକ୍ଷା

12-Mar-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରେ ବ୍ଲକ ଅଧକ୍ଷ୍ୟା ଭାବେ ଗଜବାହଲ ସମିତି ସଭ୍ୟା କୁନି ସାହୁ  ନିର୍ଦ୍ୱନ୍ଦ ରେ ନିର୍ବାଚିତ ହୋଇଥିବା ଜଣାପଡିଛି।ଏହି ବ୍ଲକ ର ମୋଟ  ୧୨ ସମିତି ସଭ୍ୟ ରୁ ରାଜପୁର ସମିତି ସଭ୍ୟା ନିରୂପମା ଭୋଇ, ତେରେସିଙ୍ଗା ସମିତି ସଭ୍ୟା ଚନ୍ଦ୍ରମା ରଣା,ପୌରକେଲା ସମିତି ସଭ୍ୟା ସୁଧୀର ଭୋଇ, କର୍ଲାମୁଣ୍ଡା ସମିତି ସଭ୍ୟା ସୁରେନ୍ଦ୍ର ଭୋଇ, ରିଞ୍ଜ। ସମିତି ସଭ୍ୟ ଆନନ୍ଦ ନାଗ,ସରଗୁଲ ମାଲପଡା ସମିତି ସଭ୍ୟା ଗୋଲାପ ସାହୁ, ରେଗଡା ସମିତି ସଭ୍ୟା ଗେଲ କମ୍ପ, ସାପଲହରା ସମିତି ସଭ୍ୟା ବିଶାନ୍ତି ସୁନା, ଜୋରାଡବରା ସମିତି ସଭ୍ୟା ରିମା ସାହୁ,ଗଜବାହଲ ସମିତି ସଭ୍ୟା କୁନି ସାହୁ ପ୍ରମୁଖ ୧ ୦ ଜଣ ସମିତି ସଭ୍ୟ /ସଭ୍ୟା ଆଜିର ସ୍ୱତନ୍ତ୍ର ବୈଠକରେ ଉପସ୍ଥିତ ଥିବା ବେଳେ କେବଳ କୁନି ସାହୁ ଏକମାତ୍ର ପ୍ରାର୍ଥୀନୀ ଭାବେ ଅଧ୍ୟକ୍ଷା ଆସନ ପାଇଁ ନାମାଙ୍କନ ଦାଖଲ କରିଥିଲେ l ଫଳରେ ତାଙ୍କୁ ଅଧ୍ୟକ୍ଷା ଭାବରେ ଘୋଷଣା କରାଯାଇଥିଲା lଏଠାରେ ସୂଚନାଯୋଗ୍ୟ ଯେ କୁନି ସାହୁ ୨୦୦୨ ରୁ ୨୦୦୭ ପର୍ଯ୍ୟନ୍ତ ବ୍ଲକ ଅଧକ୍ଷ୍ୟା ରହି ଦକ୍ଷତା ର ସହ ଅନେକ ବିକାଶ ମୂଳକ କାର୍ଯ୍ୟ ସମ୍ପାଦନ କରିଥିଲେ।ସେ ଦ୍ୱିତୀୟ ଥର ପାଇଁ ଅଧ୍ୟକ୍ଷ ହୋଇଥିବାରୁ ବ୍ଲକ ର ସାମଗ୍ରିକ ବିକାଶ କରିବେ ବୋଲି ଆଶା କରାଯାଉଛି l ଅନ୍ୟ ପଟେ ବ୍ଲକ ଅଧକ୍ଷ୍ୟା କୁନି ସାହୁ ବିଜେଡି ଦଳର ପ୍ରାଥିନି ହୋଇଥିବାରୁ ବିଜେଡି କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି।ଏଥିରେ ବିଜେଡି ନେତା ତଥା ବିଧାୟକ ଭୁପିନ୍ଦର ସିଂ,ରାଜ୍ୟସଭା ସାଂସଦ ସୁଜିତ କୁମାର,ଜିଲ୍ଲା ଛାତ୍ର ବିଜେଡି ସଭାପତି ଅଜିତ କୁମାର ସାହୁ,ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା  ,ବିଜେଡି ରାଜ୍ୟ ଯୁବ ଉପସଭାପତି ମଣ୍ଟୁ ନାଏକ,ଦୀନବନ୍ଧୁ ସାହୁ,ପ୍ରମୁଖ ଉପସ୍ଥିତ ରହି ନୂତନ ଅଧ୍ୟକ୍ଷା ଙ୍କୁ ସ୍ୱାଗତ କରିଥିଲେ l ନିର୍ବାଚନ ପ୍ରକ୍ରିୟାରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ  କୃତିବାସ ପୁଝାରି, ରିଷିଡା ଫାଣ୍ଡି ଅଧିକାରୀ ଖୀରସିନ୍ଧୁ ମାଝୀ ଉପସ୍ଥିତ ଥିବା ବେଳେ ନିର୍ବାଚନ ଅଧିକାରୀ ଭାବେ ମ.ରାମପୁର ବିଡ଼ିଓ ଉତ୍ତମ କୁମାର ବାଗ ଦାୟିତ୍ୱ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like